Posted inଜାତୀୟ

ସ୍ତ୍ରୀଙ୍କ ଶ୍ୟାମଳ ତ୍ୱଚାକୁ ନେଇ ମନ୍ତବ୍ୟ ଦେଲେ ସ୍ବାମୀଙ୍କୁ ଅପରାଧୀ କୁହାଯିବ: ହାଇକୋର୍ଟ…

ରାୟପୁର,୨୬।୧୨ : ଛତିଶଗଡ ହାଇକୋର୍ଟ କହିଛନ୍ତି ଯେ ଶ୍ୟାମଳ ତ୍ୱଚାର ମହିଳାମାନଙ୍କୁ ଅନେକ ସମୟରେ ବିଭିନ୍ନ ସମୟରେ କଟାକ୍ଷ କରାଯାଇଥାଏ। ଏପରି କରିବାରେ ସମାଜର ଭୂମିକା ରହିଛି। ଏଭଳି ମନୋଭାବକୁ ପରିବର୍ତ୍ତନକରାଯିବା ଜରୁରୀ। ଏହା ଜରଙ୍କର ବ୍ୟକ୍ତିଗତ ଅଧିକାର ତଥା ମୌଳିକ ସ୍ବାଧୀନତାକୁ ପ୍ରଭାବିତ କରିଥାଏ।

ଜଷ୍ଟିସ କୌତମ ଭାଦୁରୀ ଏବଂ ଦୀପକ କୁମାର ତିୱାରୀଙ୍କ ବେଞ୍ଚ ଏକ କୈବାହିକ ମାମଲାର ଶୁଣାଣି ବେଳେ ଏହି ମନ୍ତବ୍ୟ ଦେଇଛନ୍ତି ଯେଉଁଥିରେ ସ୍ତ୍ରୀ ଅଭିଯୋଗ କରିଥିଲେ ଯେ ତାଙ୍କ ଚର୍ମ କଳା କାରଣରୁ ସ୍ବାମୀ ତାଙ୍କୁ ନିର୍ଯାତନା ଦେଉଛନ୍ତି।

ଚର୍ମ ରଙ୍ଗ ଉପରେ ଆଧାରିତ ଭେଦଭାବକୁ ଦୂର କରିବା ପାଇଁ ଏକ ସାମାଜିକ ପରିବର୍ତ୍ତନର ଆବଶ୍ୟକତା ଉପରେ କୋର୍ଟ ଗୁରୁତ୍ୱାରୋପ କରିଥିଲେ।

ତାଙ୍କ ଛାଡପତ୍ର ଆବେଦନକୁ ଖାରଜ କରିବା ପାଇଁ ପରିବାର କୋର୍ଟର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଥିବା ଜଣେ ବ୍ୟକ୍ତିଙ୍କ ଦ୍ୱ ାରା ଅପିଲ କରାଯାଇଥିଲା।

କୋର୍ଟ କହିଛନ୍ତି ସ୍ବାମୀଙ୍କ ଏଭଳି ଆକ୍ଷେପ ଏକଅପରାଧ। ଏହା ସହିତ କୋର୍ଟ ଛାଡପତ୍ର ପାଇଁ ସ୍ବାମୀଙ୍କ ଆବେଦନକୁ ଖାରଜ କରି ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri