ଜେଲ୍‌ରେ ଇମ୍ରାନଙ୍କ ପ୍ରତି ବିପଦ,ସୁପ୍ରିମକୋର୍ଟରେ ପିଟିଶନ ଦାଖଲ କଲେ ଇମ୍ରାନଙ୍କ ସ୍ତ୍ରୀ ବ୍ରୁଶା ବିବି

ଇସଲାମବାଦ,୨୬।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଇ-ଇନସାଫ (ପିଟିଆଇ) ମୁଖ୍ୟ ଇମ୍ରାନ ଖାନଙ୍କ ପତ୍ନୀ ବୁଶ୍ରା ବିବି ଦାବି କରିଛନ୍ତି ଯେ ଜେଲରେ ତାଙ୍କ ସ୍ବାମୀଙ୍କ ଜୀବନ ପ୍ରତି ବିପଦ ଅଛି।

ସୂଚନାଯୋଗ୍ୟ, ବ୍ରୁଶା ବିବି ଇମ୍ରାନଙ୍କୁ ୨୨ ଅଗଷ୍ଟରେ ଭେଟିଥିଲେ। ଭେଟ ହେବା ପରେ ଆଡଭୋକେଟ ସୟଦ ରିଫାକାଟ ହୁସେନ ଶାହାଙ୍କ ମାଧ୍ୟମରେ ସୁପ୍ରିମକୋଟର୍ର୍ରେ ସେ ଏକ ଆଫିଡେଭିଟ ଦାଖଲ କରିଥିଲେ।
ପିଟିଶନରେ ବ୍ରୁଶା କହିଛନ୍ତି ଯେ, ଜେଲରେ ରହିବା ଦ୍ୱାରା ୭୦ ବର୍ଷରୁ ଅଧିକ ଇମ୍ରାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହୋଇପାରେ। ଏଥିସହ ଜେଲରେ ତାଙ୍କ ଜୀବନ ପ୍ରତି ବିପଦ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?