ଅନୁଗୋଳ ବଜାରରେ ହସ୍‌ଭର୍ନା ବାଇକ୍‌

ଅନୁଗୋଳ ଅଫିସ୍‌, ୧୨।୮ – ଅନୁଗୋଳ ବଜାରରେ ହସ୍‌ଭର୍ନା ମୋଟର ସାଇକେଲ ପ୍ରବେଶ କରିଛି। ଏହି ହସ୍‌ଭର୍ନା ଭିଟ୍‌ପିଲେନ୍‌ ଓ ସ୍ବାଟ୍‌ପିଲେନ୍‌ ଗାଡ଼ି ୨୫୦ ସିସିର ଉପଲବ୍ଧ ରହିଛି। ଅନୁଗୋଳ କେଟିଏମ୍‌ ଶୋ’ରୁମ୍‌ରେ ଏହି ମଡେଲ୍‌ ଗ୍ରାହକ ପାଇପାରିବେ। କେଟିଏମ୍‌ ପ୍ରିମିୟର ମୋଟର ସାଇକେଲର ଚାହିଦା ଥବାରୁ ହସ୍‌ଭର୍ନାର ଭଲ ପ୍ରଭାବ ବଜାରରେ ରହିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏ ନେଇ କେଟିଏମ୍‌ ଶୋ ରୁମ୍‌କୁ ହସ୍‌ଭର୍ନା ପକ୍ଷରୁ ଅପ୍‌ଗ୍ରେଡ୍‌ କରାଯିବ ବୋଲି ଜମୁନା ବଜାଜ୍‌ର ପାର୍ଟନର ଗିରିଜା ଶଙ୍କର ଅଗ୍ରୱାଲ କହିଛନ୍ତି। ଏହି ନୂଆ ଯାନର ଏକ୍ସ-ଶୋରୁମ୍‌ ମୂଲ୍ୟ ୧.୮୦ ଲକ୍ଷ ଟଙ୍କା ରହିଛି। ସ୍ବୀଡିଶ ଡିଜାଇନରେ ଏହା ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ

ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri