ବର୍ଷା ଉପରେ କାହିଁକି ରାଗିଲେ ଅନୁଷ୍କା…..

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ପାଇଁ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ତାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସହ ବର୍ତ୍ତମାନ ଇଂଲଣ୍ଡରେ ଅଛନ୍ତି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ଭାରତ ନ୍ୟୁଜଲ୍ୟାଣ୍ଡ ମଧ୍ୟରେ ଅନୁଷ୍ଠିତ ହେଉଥିବା ବେଳେ ବର୍ଷା ମ୍ୟାଚର ସମସ୍ତ ମଜାକୁ ନଷ୍ଟ କରିଦେଇଛି। ବର୍ଷା ହେତୁ ପ୍ରଥମ ଦିନରେ ଟସ ସହ ଖେଳ ହୋଇ ପାରି ନଥିଲା। ଏହି ସମୟରେ ଅନୁଷ୍କା ପ୍ରଥମେ ଚା’ର ମଜା ନେଉଥିବା ଦେଖିବାକୁ ମିଳିଥିଲା, କିନ୍ତୁ ପରେ ବର୍ଷା ଉପରେ ବିରକ୍ତ ହୋଇ ବର୍ଷା-ବର୍ଷା ଚାଲିଯିବାକୁ କହିଲେ। ସାଉଥମ୍ପଟନରେ ପ୍ରବଳ ବର୍ଷା ହେତୁ ଫାଇନାଲ ଟେଷ୍ଟ ମ୍ୟାଚର ପ୍ରଥମ ଦିନକୁ ବାତିଲ କରିବାକୁ ପଡିଲା। ଏହି କାରଣରୁ କେବଳ କ୍ରିକେଟ ପ୍ରଶଂସକ ନୁହଁନ୍ତି ଅନୁଷ୍କା ଶର୍ମା ମଧ୍ୟ ନିରାଶ ହୋଇଥିଲେ। ଅନୁଷ୍କା ନିଜ ଇନଷ୍ଟାଗ୍ରାମ ଷ୍ଟୋରୀରେ କବିତା ଲେଖି ନିଜର ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେ ଲେଖିଛନ୍ତି, ‘‘ରେନ୍‌ ରେନ୍‌ ଗୋ ଆଓ୍ବେ, ମମିଂ ଆଫ୍ଟର ପାଇଭ ଡେଜ୍‌’’।


Enter your email to get our daily news in your inbox.

All Right Reserved By Dharitri.Com

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?