ହାଇଦ୍ରାବାଦରୁ କଟକରେ ପହଞ୍ଚିଲେ ହାଇଦର, ଚାଲିଛି ଜେରା

କଟକ ଅଫିସ,୧୬।୪: କଟକ ବଡ଼ ଡାକ୍ତରଖାନାରୁ ଗତ ଶନିବାର ଫେରାର ହୋଇଥିବା କୁଖ୍ୟାତ ଅପରାଧୀ ଶେକ୍‌ ହାଇଦରଙ୍କୁ ହାଇଦ୍ରାବାଦରୁ ଗୁରୁବାର ସନ୍ଧ୍ୟାରେ ଧରା ଯାଇଥିଲା। ତେବେ ଶୁକ୍ରବାର ବିମାନରେ ତେଲେଙ୍ଗାନାରୁ ଓଡ଼ିଶା ଆଣିଥିଲା କମିଶନରେଟ୍‌ ପୋଲିସ। କଡ଼ା ସୁରକ୍ଷା ବଳୟ ମଧ୍ୟରେ ହାଇଦରଙ୍କୁ ଭୁବନେଶ୍ୱରରୁ କଟକ ଡିସିପି କାର୍ଯ୍ୟାଳୟଙ୍କୁ ଅଣାଯାଇ ପଚରାଉଚରା କରାଯାଉଛି।

ସୂଚନାଯୋଗ୍ୟ,ସମ୍ବଲପୁର ଜେଲ୍‌ରେ ଆଜୀବନ କାରାଦଣ୍ଡ ଭୋଗୁଥିବା ହାଇଦର ଶାରୀରିକ ଅସୁସ୍ଥତା ଦର୍ଶାଇ ପ୍ରଥମେ ଭିମସାର ମେଡିକାଲ ଏବଂ ପରେ କଟକ ବଡ଼ ମେଡିକାଲରେ ଭର୍ତ୍ତି ହୋଇଥିଲେ। ତାଙ୍କୁ ଜଗିବା ପାଇଁ ଜଣେ ହାବିଲଦାର ଏବଂ ୫ ଜଣ କନଷ୍ଟେବଳ ସାଙ୍ଗରେ ଆସିଥିଲେ। ତେବେ ଗତ ୧୦ ତାରିଖରେ ହାଇଦର କନଷ୍ଟେବଳଙ୍କୁ ନିଶା ଦେଇ ଖସି ଯିବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ଧର୍ମପରାୟଣ ଶିକ୍ଷକ ଏସ୍‌. ସୀମା ରେଡ୍ଡୀ ଆଉ ନାହାନ୍ତି: ଶୋକାକୁଳ ପରିବେଶରେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଜଣାଶୁଣା ଧର୍ମପରାୟଣ ବ୍ୟକ୍ତିତ୍ୱ ତଥା ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଏସ୍‌. ସୀମା…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ଦିଗପହଣ୍ଡିରେ କଲେଜ ନିର୍ବାଚନ ପରବର୍ତ୍ତୀ ହିଂସା ଓ ହତ୍ୟା ଉଦ୍ୟମ: ପୁଣି ୨ ଅଣଛାତ୍ର ଗିରଫ, ଜେଲ୍‌ ଗଲେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସକୁ…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?