ହାଇଦର ଏନ୍‌କାଉଣ୍ଟର ଘଟଣା: ଏହି ସ୍ଥାନକୁ ନିଷିଦ୍ଧାଞ୍ଚଳ ଘୋଷଣା, ଦୁଇ ଗୁଳି ଜବତ

ବାଲେଶ୍ୱର ଅଫିସ / ସିମୁଳିଆ,୨୫।୭ (ଡି.ଏନ.ଏ.): ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ବାଲେଶ୍ୱର ଜିଲାର ସିମୁଳିଆ ଛକରୁ ଅଳ୍ପ ଦୂରରେ ଗତ ଶନିବାର ଏନ୍‌କାଉଣ୍ଟର କରାଯାଇଥିଲା। ତେବେ ରବିବାର ପୂର୍ବାହ୍ନରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିି ତଦନ୍ତ ଆରମ୍ଭ କରିଛି। ବାଲେଶ୍ବର ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର ଓ ଅତରିକ୍ତ ଡିସିପି ପ୍ରମୋଦ ରଥ ସାଇଣ୍ଟିଫିକ ଟିମ୍‌ ସହାୟତାରେ ୨ଟି ଗୁଳି ଜବତ କରିଛନ୍ତି।
ବାଲେଶ୍ବର ଓ କଟକ ପୋଲିସ ସାଇଣ୍ଟିଫିକ ଟିମ୍‌ ସହାୟତାରେ ଖୋଜିବା ପରେ ଦୁଇଟି ଗୁଳି ଜବତ କରାଯାଇଥିବା ବେଳେ ଅଧିକ ତଦନ୍ତ ଜାରି ରହିଛି । ସେପଟେ ହାଇଦର ଏନକାଉଣ୍ଡର ଘଟଣାସ୍ଥଳକୁ ପୋଲିସ ନିଷିଦ୍ଧାଞ୍ଚଳ ଘୋଷଣା କରିଥିବା ଜଣାପଡ଼ିଛି ।
ଅନ୍ୟପକ୍ଷରେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ମୃତଦେହ ବ୍ୟବଚ୍ଛେଦ ଆରମ୍ଭ ହୋଇଛି । ସ୍ତ୍ରୀ, ଝିଅ,ପୁଅ ଓ ବୋହୂ ପହଞ୍ଚିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?