୧.୫ କୋଟି ଦାନ କରିବେ ସୁପରଷ୍ଟାର ପ୍ରଭାସ

ହାଇଦ୍ରାବାଦ,୨୧।୧୦-ତେଲେଙ୍ଗାନାରେ ବନ୍ୟା ପରିସ୍ଥିତି ଦେଖାଯାଇଛି । ଫଳରେ ବର୍ତ୍ତମାନ ସୁଦ୍ଧା ସେଠାରେ ୫୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସେହିପରି ବନ୍ୟା ଯୋଗୁ ପ୍ରମୁଖ ହ୍ରଦର ବନ୍ଧ ଭାଙ୍ଗିଯାଇଛି। ଏଥିଯୋଗୁ ହାଇଦ୍ରାବାଦର ଅନେକ ଜାଗାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ପୋଲିସ, ଏନ୍‌ଡିଆରଏଫ ଟିମ୍‌ ଓ ପୌରସଂସ୍ଥାର କର୍ମଚାରୀମାନେ ବନ୍ୟା ପ୍ରଭାବିତ ଅଞ୍ଚଳରେ ରିଲିଫ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଏପରି ପରିସ୍ଥିତିରେ ତେଲୁଗୁ ସୁପରଷ୍ଟାର ପ୍ରଭାସ ବନ୍ୟା ପ୍ରଭାବିତ ଲୋକଙ୍କୁ ସାହାଯ୍ୟର ହାତ ବଢାଇଛନ୍ତି। ସେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରାୟ ୧.୫ କୋଟି ଟଙ୍କା ଦାନ କରିବେ ବୋଲି ଘୋଷଣା କରିଛନ୍ତି। ଏଭଳି ମନୋଭାବ ଯୋଗୁ ପ୍ରଭାସଙ୍କ ପ୍ରଶଂସମାନେ ତାଙ୍କୁ ଢେର୍‌ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତାଭ, ଶାହାରୁଖଙ୍କୁ ଟକ୍କର ଦେଲେ ନେହା

ମୁମ୍ବାଇ: ମାତ୍ର ୩୨ ବର୍ଷ ବୟସରେ ବଲିଉଡ୍ ଗାୟିକା ନେହା କକ୍କଡ ଅନେକ ସମ୍ମାନର ଅଧିକାରିଣୀ ହୋଇ ପାରିଛନ୍ତି । ଏବେ ସେ ବଲିଉଡ୍ ଇଣ୍ଡଷ୍ଟ୍ରିର...

ପୋଷ୍ୟ ସନ୍ତାନ ଗ୍ରହଣ ସତ୍ତ୍ୱେ ସ୍ତ୍ରୀଙ୍କୁ ଝାଡ଼ପତ୍ର ଦେଇଥିଲେ ଏହି ପ୍ରସିଦ୍ଧ ନିର୍ମାତା

୧୯୫୨ ମସିହା ୨୭ ଫେବୃୟାରୀରେ ବଲିଉଡ୍‌ ଫିଲ୍ମ ନିର୍ମାତା ପ୍ରକାଶ ଝା ବିହାରରେ ଜନ୍ମଗ୍ରହଣ କରିଥିଲେ। ସେ ବଲିଉଡ୍‌କୁ ଅନେକ ସୁପରହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି।...

କାହା ସହ ଟାଇମ୍‌ ପାସ୍‌ କରିବାକୁ ଚାହୁଁନାହିଁ, କହିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁ ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ହସିନ ଦିଲ୍‌ରୁବା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ତାପସୀ ଏବେ ତାଙ୍କ ବିବାହ ଏବଂ ଜୀବନସାଥୀ...

ଚରିତ୍ର ଲାଗି ଲଣ୍ଡା

ବମ୍ବେ: କଳାକାରଟିଏ ନିଜକୁ ଚରିତ୍ରରେ ଢ଼ାଳିବା ପାଇଁ କିଛି ବି କରିପାରେ। ଏପରି ଅନେକ ଦୃଷ୍ଟାନ୍ତ ବଲିଉଡ୍‌ରେ ଦେଖିବାକୁ ମିଳିଛି। ଅନେକ ଅଭିନେତ୍ରୀ ନିଜର ଚରିତ୍ର...

ଅମିତାଭ ବଚ୍ଚନଙ୍କୁ ଇମ୍ପ୍ରେସ କଲେ କାଟ୍ରିନା

ଲୋକପ୍ରିୟ ଟିଭି ଶୋ’ କୌନ ବନେଗା କରୋଡପତି ସିଜନ ୧୩କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଶୋ’କୁ ବିଗ୍‌ ବି ଅମିତାଭ ବଚ୍ଚନ ହୋଷ୍ଟ...

ସୁଶାନ୍ତଙ୍କ ପ୍ରଶଂସକଙ୍କୁ ଏମିତି ନିବେଦନ କଲେ ଅଙ୍କିତା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଦୀର୍ଘ ଦିନ ବିତିଯାଇଛି, କିନ୍ତୁ ପ୍ରଶଂସକମାନେ ତାଙ୍କ ମୃତ୍ୟୁକୁ ଏପର୍ଯ୍ୟନ୍ତ ଭୁଲି ପାରିନାହାଁନ୍ତି। ସୁଶାନ୍ତଙ୍କ ରହସ୍ୟ ଜନକ...

ଓୟେ ଗୀଟାର

ଗୀତ ଗାଇ ସୁନାମ ଅର୍ଜନ କରିବାକୁ ଅନେକେ ନିଜ ମନରେ ଆଶା ରଖିଥାଆନ୍ତି। ନିଜ ଆଶାକୁ ପୂରଣ କରିବା ପାଇଁ ସେମାନେ ଯେତେ ବାଧାବିଘ୍ନ ଆସିଲେ...

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ୪ ପ୍ରେମିକ ରଖିବାକୁ କହିଥିଲେ ବାପା

ବଲିଉଡ୍‌ର ପ୍ରସିଦ୍ଧ ଅଭିନେତାଙ୍କ ମଧ୍ୟରେ ଅନ୍ୟତମ ଥିଲେ ରାଜେଶ ଖନ୍ନା। ସେ ଆଉ ଏ ଦୁନିଆରେ ନାହାନ୍ତି ସତ, ମାତ୍ର ତାଙ୍କର ଲକ୍ଷ ଲକ୍ଷ ପ୍ରଶଂସକ...

Advertisement
Archives

Model This Week