କାମବାଲି ଓ ଡେଲିଭରି ବଏଙ୍କୁ ଲିଫ୍ଟ ମନା, ବ୍ୟବହାର କଲେ ପଡିବ ଫାଇନ୍‌

ଗୁଜରାଟ,୩୦।୧୧: ବହୁ ମହଲା ବିଶିଷ୍ଟ ବିଲ୍ଡିକୁ ଯିବାପାଇଁ ଲିଫ୍ଟ ବ୍ୟବହାର କରାଯାଇଥାଏ। ଯାହାଦ୍ୱାରା ଜିନିଷପତ୍ର ନବା ଆଣିବା ସହ ଶିଡି ଚଢି ଯିବାକୁ ବେଶୀ ପରିଶ୍ରମ କରିବାକୁ ପଡି ନ ଥାଏ। ତେବେ ନିକଟରେ ସୋସାଇଟିରେ ଲାଗିଥିବା ଏକ ନୋଟିସ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ସମସ୍ତଙ୍କ ଠାରେ ଆକ୍ରୋଶ ଦେଖିବାକୁ ମିଳିଛି। ନୋଟିସରେ ଡେଲିଭରି ବଏ, କାମବାଲି ସମତେ ଅନ୍ୟ ଲୋକଙ୍କୁ ଲିଫ୍ଟ ବ୍ୟବହାର କରିବାକୁ ମନା କରାଯାଇଛି। ଲିଫ୍ଟ ବ୍ୟବହାର କଲେ ଫାଇନ୍‌ ଦେବାକୁ ପଡିବ ବୋଲି ମଧ୍ୟ ସତର୍କ କରାଯାଇଛି।

ହାଇଦ୍ରାବାଦର ଏକ ସୋସାଇଟିରେ ଏପରି ଏକ ନୋଟିସ ଲଗାଯାଇଛି। ଯେଉଁଥିରେ ମୁଖ୍ୟ ଲିଫ୍ଟ ଦେଇ କାମବାଲି, ଡେଲିଭରି ବଏ ଓ ଅନ୍ୟ ଶ୍ରମିକଙ୍କୁ ଯିବାଆସିବା ପାଇଁ ବାରଣ କରାଯାଇଛି। ଲିଫ୍ଟ ବ୍ୟବହାର କଲେ ୧୦୦୦ଟଙ୍କା ଜରିମାନା ଦେବାକୁ ପଡିବ ବୋଲି କୁହାଯାଇଛି। ତେବେ ଏହି ନୋଟିସ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ଲୋକ ଖୁବ୍‌ ପ୍ରତିକ୍ରିୟା ଦେଉଥିବା ନଜର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri