Posted inଜାତୀୟ

ହାଇଦ୍ରାବାଦ କେବଳ ତେଲଙ୍ଗାନାର ରାଜଧାନୀ

ହାଇଦ୍ରାବାଦ, ୨।୬:ଦେଶର ବ୍ୟସ୍ତ ବହୁଳ ସହର ମଧ୍ୟରେ ଅନ୍ୟତମ ହାଇଦ୍ରାବାଦ ରବିବାରଠାରୁ ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶର ମିଳିତ ରାଜଧାନୀ ରହିବ ନାହିଁ। ଆନ୍ଧ୍ରପ୍ରଦେଶ ପୁନଃ ଗଠନ ଅଧିନିୟମ ୨୦୧୪ର ଧାରା ୫(୧)କେ ନିର୍ଦ୍ଧାରିତ ନିୟମ ଅନୁଯାୟୀ ରବିବାରଠାରୁ ଏହା କେବଳ ତେଲଙ୍ଗାନାର ରାଜଧାନୀ ଭାବେ ପରିଗଣିତ ହେବ। ଗତ ୨୦୧୪ ଜୁନ୍‌ ୨ରେ ଆନ୍ଧ୍ରପ୍ରଦେଶର ବିଭାଜନ ଘଟି ତେଲଙ୍ଗାନା ରାଜ୍ୟର ଗଠନ ହୋଇଥିଲା। ସେତେବେଳେ ହାଇଦ୍ରାବାଦକୁ ଉଭୟ ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶର ରାଜଧାନୀ ଭାବେ ଘୋଷଣା କରାଯାଇଥିଲା। ସୂଚନାଯୋଗ୍ୟ, ଆନ୍ଧ୍ରପ୍ରଦେଶ ପୁନଃ ଗଠନ ଅଧିନିୟମ ଅନୁଯାୟୀ, ୧୦ ବର୍ଷରୁ ଅଧିକ ସମୟ ପର୍ଯ୍ୟନ୍ତ ହାଇଦ୍ରାବାଦ ଉଭୟ ରାଜ୍ୟର ରାଜଧାନୀ ରହିପାରିବ ନାହିଁ। ଏହି ଆଇନର ଉପ ବିଭାଗ(୧) ଅନୁଯାୟୀ ୧୦ ବର୍ଷର ଅବଧି ସରିବା ପରେ ହାଇଦ୍ରାବାଦ କେବଳ ତେଲଙ୍ଗାନାର ରାଜଧାନୀ ରହିବ ବୋଲି ପ୍ରାବଧାନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର…

ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ: ପ୍ରାତଃଭୋଜନ ବୈଠକରେ ହେଲା ଘୋଷଣା

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ତାଙ୍କ ଇସ୍ତଫା ଘୋଷଣା କରିଛନ୍ତି। ବେଙ୍ଗାଲୁରୁରେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ତାଙ୍କ ମନ୍ତ୍ରୀମାନଙ୍କ ସହିତ ଏକ ପ୍ରାତଃଭୋଜନ ବୈଠକରେ ସେ ଏହି…

JIOର ଟେନ୍‌ସନ୍‌ ବଢ଼ାଇଲା BSNL, ନୂଆ ପ୍ଲାନ୍‌ରେ ୨୮ ଦିନ ପାଇଁ ୨-ଜିବି ଡାଟା ସହ…

ନୂଆଦିଲ୍ଲୀ,୨୮ା୫: ସରକାରୀ ଟେଲିକମ୍‌ କମ୍ପାନୀ BSNL ନୂତନ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଏକ ଅତ୍ୟନ୍ତ ସୁଲଭ ପ୍ରିପେଡ୍‌ ପ୍ଲାନ ପ୍ରଚଳନ କରିଛି। କମ୍ପାନୀ ୫୧ରେ ଏକ…

ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ,…

ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ବର୍ଷିିଲେ ଦେବାଶିଷ, କହିଲେ ମୁଁ ଅଣନିଶ୍ୱାସୀ ଥିଲି …

ଭୁବନେଶ୍ୱର, ୨୮।୫: ଭାଜପାରେ ମିଶିବା ପରେ ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ପୁଣି ବର୍ଷିଛନ୍ତି ଦେବାଶିଷ ସାମନ୍ତରାୟ। ଦେବାଶିଷ କହିଛନ୍ତି, ମୁଁ ଏବେ ଘରକୁ ଫେରିବା…

ସିଦ୍ଦାରାମାୟା ନା ଶିବକୁମାର କିଏ ଅଧିକ ଧନୀ? ଜାଣନ୍ତୁ ନେଟଓ଼୍ବର୍ଥ ରେସ୍‌ରେ କିଏ ଆଗରେ…

ବେଙ୍ଗାଲୁରୁ,୨୮।୫: କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଲାଗି ରହିଥିବା ସସପେନ୍ସ ଶେଷରେ ଶେଷ ହୋଇଛି। ସୂତ୍ର ଅନୁଯାୟୀ, ସିଦ୍ଦାରାମାୟା ଆଜି ମେ 28 ତାରିଖରେ ମୁଖ୍ୟମନ୍ତ୍ରୀ ପଦରୁ…

ମେଟାର ବଡ଼ ଘୋଷଣା: ଏବେ ମାଗଣାରେ ଚାଲିବନି Instagram, WhatsApp, Facebook; ମୋବାଇଲ ଭଳି ହେବ ମାସିକ ରିଚାର୍ଜ!

ନୂଆଦିଲ୍ଲୀ:୨୮।୫: ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଫେସବୁକ, ଇନଷ୍ଟାଗ୍ରାମ ଏବଂ ହ୍‌ବାଟସଆପର ମାଲିକାନା କମ୍ପାନୀ ‘ମେଟା’ (Meta) ଏକ ବଡ଼…

ବେକରେ ଗାମୁଛା ବାନ୍ଧି ଘରେ ଝୁଲିପଡ଼ିଲେ ଯୁବକ, ପୁଅକୁ ହରାଇ ମା-ବାପା…

ଝରିଗାଁ,୨୮ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାର ରବିନ ମଣ୍ଡଳଙ୍କ ପୁଅ ଶୁଭେନ୍ଧୁ (୨୭) ନିଜ ଘରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri