Posted inଜାତୀୟ

ବିବାହ ପ୍ରସ୍ତାବରେ ହଁ ନ କହିବାରୁ ମହିଳା ଇଞ୍ଜିନିୟରଙ୍କ ସହ ଘଟିଲା ଏମିତି

ହାଇଦ୍ରାବାଦ, ୩।୩: ହାଇଦ୍ରାବାଦରେ ଏକ ଅଭାବାନୀୟ ଘଟଣା ଘଟିଛି। ଜଣେ ମହିଳା ସଫ୍ଟୱେୟାର ଇଞ୍ଜିନିୟର ବିବାହ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିବାରୁ ତାଙ୍କୁ ଛୁରାମାଡ ହୋଇଛି। ମହିଳାଙ୍କୁ ସହରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବଂ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି। ଛୁରାମାଡ଼ ଯୋଗୁ ମହିଳାଙ୍କ ଦେହରେ ଅନେକ ଆଘାତ ଲାଗିଛି। ତାଙ୍କ ଝିଅକୁ ବଞ୍ଚାଇବା ପାଇଁ ମହିଳାଙ୍କ ମା ଘଟଣାସ୍ଥଳରେ ପହଞ୍ଚିଥିଲେ ଏବଂ ଏହି ଆକ୍ରମଣରେ ସେ ମଧ୍ୟ ସାମାନ୍ୟ ଆହତ ହୋଇଥିଲେ। ଅଭିଯୁକ୍ତ ଏକ ପ୍ରସିଦ୍ଧ ହେୟାର ଷ୍ଟାଇଲିଂ ସେଲୁନରେ କାମ କରେ ଏବଂ ମହିଳାଙ୍କୁ ଦୁଇ ବର୍ଷ ଧରି ଜାଣିଛି।
ପୋଲିସ କହିଛି ଯେ, ମହିଳା ଜଣଙ୍କ ପୁରୁଷଙ୍କ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରି ତାଙ୍କୁ ଆକ୍ରମଣ କରିଥିଲେ। ଘଟଣାର ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

EPFO ପେନସନଧାରୀଙ୍କ ପାଇଁ ବଡ଼ଖବର : EPF ପେନସନ ୧୦୦୦୦ରୁ ବଢ଼ି ହେବ ଏତିକ! ଦିଆଗଲା ପ୍ରସ୍ତାବ

ନୂଆଦିଲ୍ଲୀ,୧।୫: ଜାତୀୟ ଆନ୍ଦୋଳନ କମିଟି (NAC)ର ମୁଖ୍ୟ ଦାବି ହେଉଛି EPS-୯୫ ଅଧୀନରେ ଆବୃତ ପେନସନଭୋଗୀଙ୍କ ପାଇଁ ସର୍ବନିମ୍ନ ମାସିକ ପେନସନ ୧,୦୦୦ରୁ ୭୫୦୦ କୁ ବୃଦ୍ଧି…

ଆଜିଠାରୁ ପରିବର୍ତ୍ତନ ହେଲା ଦେଶରେ ଏହିସବୁ ନିୟମ: ଆପଣଙ୍କ ପକେଟ ଉପରେ କେତେ ପ୍ରଭାବ ପକାଇବ, ଜାଣନ୍ତୁ…

ନୂଆଦିଲ୍ଲୀ,୧।୫: ମେ ୧ ତାରିଖରୁ ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କାର୍ଯ୍ୟକାରୀ ହୋଇଛି। ଏଗୁଡ଼ିକ ଆପଣଙ୍କ ଘରର ରୋଷେଇ ଘର, ଯାତ୍ରା ଏବଂ ମୋବାଇଲ ଗେମିଂ ଉପରେ…

ଏହି ଦିନ ପର୍ଯ୍ୟନ୍ତ ହେବ କାଳବୈଶାଖୀ ବର୍ଷା: ହୋଇଯାନ୍ତୁ ସାବଧାନ

ଭୁବନେଶ୍ୱର,୧ା୫ (ବନ୍ଦନା ସେଠୀ):ଗତ କିଛିଦିନ ଧରି ରାଜ୍ୟରେ ଲାଗି ରହିଥିବା ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। କାଳବୈଶାଖୀ ବର୍ଷା ପାଇଁ ଗୁରୁବାର ତାପମାତ୍ରା…

ସ୍ଲଟ୍‌ ବୁକିଂ ବ୍ୟବସ୍ଥାରେ ଶ୍ରୀଜୀଉ ଦର୍ଶନ

ଶ୍ରୀ ଜଗନ୍ନାଥଙ୍କ ଦର୍ଶନରେ ସୁଧାର ଆଣିବାକୁ ସରକାର ସ୍ଲଟ୍‌ ବୁକିଂ ବ୍ୟବସ୍ଥା ପ୍ରଚଳନ ପାଇଁ କହିଛନ୍ତି। ଏହା ଉପରେ ପ୍ରାଥମିକ ପଦକ୍ଷେପ ଆରମ୍ଭ ହୋଇଯାଇଛି ବୋଲି ଶ୍ରୀମନ୍ଦିର…

ସମୃଦ୍ଧିର ପ୍ରତୀକ

ଦେବଦତ୍ତ ପଟ୍ଟନାୟକ ଲଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ…

ଟପ୍ପର ହେବା ଜରୁରୀ କି

ନିକଟରେ ପ୍ରକାଶ ପାଇଥିବା ସିିବିଏସ୍‌ଇ ଦଶମ ବୋର୍ଡ ପରୀକ୍ଷା ଫଳକୁ ନେଇ ଓଡ଼ିଶା ସାରା ଚର୍ଚ୍ଚା। କେବଳ ଓଡ଼ିଶା କାହିଁକି, ସାରା ଭାରତରେ ଅନେକ ଛାତ୍ରୀଛାତ୍ର ଶତକଡା…

କାର୍ଯ୍ୟରୁ ଅବସର ନେଲେ ଏସପି ଅନିଲ କୁମାର ମିଶ୍ର, ଏବେ ଦାୟିତ୍ୱରେ ରହିବେ ନୂଆ…

ଦେବଗଡ଼,୧।୫(ଶଶାଙ୍କ ଶେଖର ଝାଙ୍କର): ୧୯୮୮ ବ୍ୟାଚର ଓଡ଼ିଶା ପୋଲିସ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ତଥା ଦେବଗଡ଼ ଏସପି ଅନିଲ କୁମାର ମିଶ୍ର ଗୁରୁବାର କାର୍ଯ୍ୟରୁ ଅବସର…

ନବୀନଙ୍କୁ ନେଇ ଏମିତି କହିଦେଲେ ପ୍ରଭାତୀ ପରିଡା: ଛଳନା କରି…

ଭୁବନେଶ୍ୱର,୧ା୫(ରବିନାରାୟଣ ଜେନା):ବିଧାନସଭାର ସ୍ବତନ୍ତ୍ର ଅଧିବେଶନ କାଳରେ ଗୁରୁବାର ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଉପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବର୍ଷିଛନ୍ତି। ପ୍ରଭାତୀ କହିଛନ୍ତି, ଆଜି ବିରୋଧୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri