Posted inଖେଳ

ବିଜୟ ଲକ୍ଷ୍ୟରେ ହାଇଦ୍ରାବାଦ

ଅହମଦାବାଦ,୧୫।୫: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଆଇପିଏଲ୍‌ ୬୨ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ(ଏସ୍‌ଆରଏଚ୍‌) ଅଧିନାୟକ ଆଡେନ ମାର୍କ୍ରାମ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ବ୍ୟାଟିଂ କରିବ।

ଗୁଜରାଟ ୧୬ ପଏଣ୍ଟ ପାଇ ଟେବୁଲରେ ପ୍ରଥମ ସ୍ଥାନରେ ଥିବା ବେଳେ ହାଇଦ୍ରାବାଦ ନବମ ସ୍ଥାନରେ ରହିଛି। ଗୁଜରାଟ ୧୨ଟି ମ୍ୟାଚ ଖେଳି ୮ଟି ବିଜୟୀ ହୋଇଥିବା ବେଳେ ୪ଟି ପରାଜିତ ହୋଇଛି। ହାଇଦ୍ରାବାଦ ୧୧ଟି ମ୍ୟାଚ ଖେଳି ୪ଟି ମ୍ୟାଚରେ ବିଜୟୀ ହୋଇଥିବା ବେଳେ ୭ଟିରେ ପରାଜିତ ହୋଇ ୮ ପଏଣ୍ଟ ପାଇଛି। ଫଳରେ ଏହି ମ୍ୟାଚ ଜିତିବାକୁ ହାଇଦ୍ରାବାଦ ଉଦ୍ୟମ କରିବ। ଏହି ଅବସରରେ ଆଡେନ କହିଛନ୍ତି ଆମର ସାମର୍ଥ୍ୟ ସହ ଭଲ କ୍ରିକେଟ ଖେଳିବାକୁ ଚେଷ୍ଟା କରିବୁ। ଏପରିକି ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ମାର୍କୋ ଜନ୍‌ସେନଙ୍କ ସ୍ଥାନରେ ଗ୍ଲେନ ଫିଲିପ୍ସଙ୍କୁ ସାମିଲ କରାଯାଇଛି।

ଗୁଜୁରାଟ ଟାଇଟାନ୍ସ: ଶୁଭମାନ ଗିଲ, ରିଦ୍ଧିମାନ ସାହା(ଉଇକେଟ କିପର), ସାଇ ସୁଦରଶନ, ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ଡେଭିଡ ମିଲର, ଦସୁନ ଶାନାକା, ରାହୁଲ ତେୱାଟିଆ, ମୋହିତ ଶର୍ମା, ରସିଦ ଖାନ୍‌, ମହମ୍ମଦ ଶାମି, ନୁର ଅହମ୍ମଦ

ସନରାଇଜର୍ସ ହାଇଦ୍ରାବାଦ: ଅଭିଷେକ ଶର୍ମା, ରାହୁଲ ତ୍ରିପାଠୀ, ଆଡେନ ମାର୍କ୍ରାମ (ଅଧିନାୟକ), ହେନ୍ରିଚ କ୍ଲାସେନ (ଉଇକେଟ କିପର), ଅବଦୁଲ ସମାଦ, ସାନବୀର ସିଂ, ମାୟାନକ ମାର୍କାଣ୍ଡେ, ମାର୍କୋ ଜାନସେନ, ଭୁବନେଶ୍ୱର କୁମାର, ଫଜଲହକ ଫାରୁକି, ଟି ନଟ୍‌ରାଜନ


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri