କେକେଆର୍‌ ସାମ୍ନାରେ ୧୪୩ ରନ୍‌ ଟାର୍ଗେଟ୍‌ ରଖିଲା ହାଇଦ୍ରାବାଦ୍‌

ଆବୁଧାବି, ୨୬।୯: ଆଇପିଏଲ୍‌-୧୩ତମ ସିଜନର ୮ମ ମୁକାବିଲାରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ହାଇଦ୍ରାବାଦ୍‌ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ୍‌ ହରାଇ ୧୪୨ ରନ୍‌ ସଂଗ୍ରହ କରିଛି। ଦଳ ପକ୍ଷରୁ ଅଧିନାୟକ ଡେଭିଡ୍‌ ଓ୍ବାର୍ନର (୩୬), ମନୀଷ ପାଣ୍ଡେ (୫୧) ଓ ରିଦ୍ଧିମାନ ଶାହ (୩୦) ଉପଯୋଗୀ ବ୍ୟାଟିଂ କରିଥିଲେ। ପ୍ରତିପକ୍ଷ କେକେଆର୍‌ ପକ୍ଷରୁ ପ୍ୟାଟ୍‌ କୁମିନ୍ସ, ଆନ୍ଦ୍ରେ ରସେଲ ଓ ବରୁନ ଚକ୍ରବର୍ତ୍ତୀ ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

NEET ପରୀକ୍ଷା ଦେବା ପାଇଁ ମଦ୍ୟପାନ କରି ଆସି ସିଟରେ ବସିଗଲେ ପ୍ରାର୍ଥୀ, ହେଲେ କିପରି? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୩୧।୮: ତେଲଙ୍ଗାନାର ରଙ୍ଗା ରେଡ୍ଡି ଜିଲାରେ NEET-PG ପରୀକ୍ଷା ଦେଉଥିବା ପ୍ରାର୍ଥୀ ମହମ୍ମଦ ରିଜୱାନ ମଦ୍ୟପାନ କରି ପରୀକ୍ଷାସ୍ଥଳରେ ପହଞ୍ଚିଥିଲେ। ସେ ସୁରକ୍ଷା ବ୍ୟବସ୍ଥାକୁ ଭେଦ କରି…

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri