Posted inଜାତୀୟ

ତେଲଙ୍ଗାନାରେ ଭାଜପା କ୍ଷମତାକୁ ଆସିଲେ ୩୦ ମିନିଟ୍‌ରେ ହାଇଦ୍ରାବାଦର ନାମ ପରିବର୍ତ୍ତନ କରାଯିବ

ହାଇଦ୍ରାବାଦ,୨୩ା୧୧: ତେଲଙ୍ଗାନାରେ ଭାଜପା କ୍ଷମତାକୁ ଆସିଲେ ୩୦ ମିନିଟ୍‌ ମଧ୍ୟରେ ହାଇଦ୍ରାବାଦକୁ ‘ଭାଗ୍ୟନଗର’ ଭାବେ ନାମିତ କରାଯିବ ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପ୍ରକାଶ କରିଛନ୍ତି ଚାର୍‌ମିନାରଠାରେ ଭାଜପାର ଏକ ରାଲିକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି।

ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ହେବ ବୋଲି କେହି କେବେ କଳ୍ପନା କରି ନ ଥିଲେ। କେବଳ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଏହା ସମ୍ଭବ ହୋଇଛି। ପୂର୍ବରୁ ଦେଶରେ ଆତଙ୍କବାଦୀ ଆକ୍ରମଣ ବେଳେ କଂଗ୍ରେସ ସରକାର ପଛଘୁଞ୍ଚା ଦେଉଥିଲେ। ମୋଦି ସର୍ଜିକାଲ ଷ୍ଟ୍ରାଇକ୍‌ ଦ୍ୱାରା ଆତଙ୍କବାଦୀଙ୍କୁ ଠିକଣା ଜବାବ ଦେଇଥିଲେ। ଫଳରେ ଏବେ ଆତଙ୍କବାଦୀ ଆକ୍ରମଣ ବନ୍ଦ ହୋଇଥିବା ଆସାମ ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri