ଶେଷ ଲିଗ୍‌ ମ୍ୟାଚ୍‌ରେ ଟସ୍‌ ଜିତିଲା ହାଇଦ୍ରାବାଦ

ମୁମ୍ବାଇ,୨୨।୫: ଆଇପିଏଲ ୨୦୨୨ର ଶେଷ ଲିଗ ମ୍ୟାଚ ଅର୍ଥାତ୍‌ ୭୦ ତମ ମ୍ୟାଚ ଖେଳାଯାଉଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ପଞ୍ଜାବ କିଙ୍ଗସ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ହାଇଦ୍ରାବାଦ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ କେନ ୱିଲିୟମ୍ସନ ତାଙ୍କର ଦ୍ୱିତୀୟ ସନ୍ତାନର ଜନ୍ମ ପାଇଁ ଘରକୁ ଫେରିଛନ୍ତି। ତାଙ୍କ ଅନୁପସ୍ଥିତିରେ ଭୁବନେଶ୍ୱର କୁମାର ଆଜିର ମ୍ୟାଚରେ ଦଳର ଅଧିନାୟକତ୍ୱ କରୁଛନ୍ତି। ଉଭୟ ଦଳ ପୂର୍ବରୁ ଟୁର୍ନାମେଣ୍ଟରୁ ବାହାରେ ଥିବାରୁ ଏହି ମ୍ୟାଚ କେବଳ ଏକ ଔପଚାରିକତା ହୋଇ ରହିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାକ୍ସଓ୍ବେଲ, ମାର୍ଶ ଅଷ୍ଟ୍ରେଲିଆ ଦଳକୁ ଫେରିଲେ

ମେଲବୋର୍ନ, ୪।୨ (ଏପି)- ଅଲ୍‌ରାଉଣ୍ଡର ମିଚେଲ ମାର୍ଶ ଓ ଗ୍ଲେନ ମ୍ୟାକ୍ସଓ୍ବେଲ ଦକ୍ଷିଣ ଆଫ୍ରିକା ବିପକ୍ଷ ସୀମିତ ଓଭର ସିରିଜ ଲାଗି ଅଷ୍ଟ୍ରେଲିଆ ଦଳକୁ ଫେରିଛନ୍ତି।...

ମଜା ଉଡାଇଲେ ରମିଜ: କହିଲେ‘ ବିଲିୟନ ଡଲାର ରୋଜଗାର କରୁଥିବା ଟିମ୍‌ ପଛରେ ରହିଲେ, ଆମେ ଫାଇନାଲରେ…’

ମେଲବୋର୍ନ,୧୧।୧୧: ଭାରତୀୟ କ୍ରିକେଟ ଟିମ୍‌ ଗୁରୁବାର ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ସେମିଫାଇନାଲ ମୁକାବିଲାରେ ୧୦ ଉଇକେଟରେ ପରାଜିତ ହୋଇ ଫାଇନାଲ ଖେଳିବାରୁ ବଞ୍ଚିତ ହୋଇଛି। ଏହି...

ଅଭିନାଶ-ଅଂଶିକାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୭।୩ (କ୍ରୀଡ଼ା ପ୍ରତିନିଧି): ଚଣ୍ଡିଗଡ଼ସ୍ଥିତ ପଞ୍ଜାବ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ରୋଇଂ ଚାମ୍ପିୟନଶିପ୍‌ରେ କିଟ୍‌ର ଅଭିନାଶ କୌର ଓ ଅଂଶିକା...

କଳିଙ୍ଗରେ ହକି କ୍ୟାମ୍ପ୍‌ ଆରମ୍ଭ

ଭୁବନେଶ୍ୱର, ୧୯।୧୧(କ୍ରୀଡ଼ା ପ୍ରତିନିଧି)- ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ଏବଂ ୨୦୨୦ ଟୋକିଓ ଅଲିମ୍ପିକ୍ସ ପରି ଗୁରୁତ୍ୱପୂର୍ଣ୍ଣ ପ୍ରତିଯୋଗିତାକୁ ଦୃଷ୍ଟିରେ ରଖି ଭାରତୀୟ ସିନିୟର ପୁରୁଷ ହକି...

ବୋଷ୍ଟନରେ ସ୍ବର୍ଣ୍ଣ ଜିତିଲେ ଶଙ୍କର

ବୋଷ୍ଟନ, ୬ା୨ (ପି.ଟି.): ଭାରତୀୟ ହାଇ ଜମ୍ପର ତେଜସ୍ବିନୀ ଶଙ୍କର ଏଠାରେ ଚାଲିଥିବା ନ୍ୟୁ ବାଲାନ୍ସ ଇନ୍‌ଡୋର ଗ୍ରାଁ ପ୍ରିରେ ପ୍ରଥମ ସ୍ଥାନ ଅଧିକାର କରି...

ଧୋନୀଙ୍କ ଅବସର ଘୋଷଣା ନେଇ ସାକ୍ଷୀ ଟୁଇଟ୍‌ କରିି କହିଲେ ଏପରି…

ନୂଆଦିଲ୍ଲୀ, ୧୬।୮: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଗ୍ରହଣ କରିବା ନେଇ ଘୋଷଣା କରିବା ପରେ...

ଟାଇଟଲ ବଜାୟ ଲକ୍ଷ୍ୟରେ ବେଙ୍ଗାଲୁରୁ ଏଫ୍‌ସି

ବେଙ୍ଗାଲୁରୁ, ୨୦ା୧୦ (ପି.ଟି.)- ଇଣ୍ଡିଆନ ସୁପର ଲିଗ୍‌ (ଆଇଏସଏଲ)ରେ ଗତଥରର ଚାମ୍ପିୟନ ବେଙ୍ଗାଲୁରୁ ଏଫ୍‌ସି ଏହାର ପ୍ରଥମ ମ୍ୟାଚ ସୋମବାର ନର୍ଥଇଷ୍ଟ ୟୁନାଇଟେଡ୍‌ ବିପକ୍ଷରେ ଖେଳିବ।...

ନୂଆବର୍ଷରେ କୋହଲିଙ୍କ ନୂଆ ଲୁକ୍‌

ଆଜିକାଲି କ୍ରିକେଟରେ ଫ୍ୟାଶନ୍‌ ଏବଂ ଷ୍ଟାଇଲ୍‌କୁ ନେଇ ଚର୍ଚ୍ଚା ଚାଲିଛି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ନୂଆବର୍ଷରେ ନୂଆ...

Advertisement
Archives

Model This Week