ହାଇଦରଙ୍କ ପୁଅଙ୍କୁ ଆଜୀବନ ଜେଲ୍‌

କେନ୍ଦ୍ରାପଡା ଅଫିସ୍‌,୪।୧୦: ଦୁର୍ଦ୍ଦାନ୍ତ ଅପରାଧୀ ତଥା ଗ୍ୟାଙ୍ଗଷ୍ଟାର ହାଇଦରର ବଡ଼ ପୁଅ ସେକ କାଦିରଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। କେନ୍ଦ୍ରାପଡା ଜିଲା ଦୌରା ଜଜ ଏକ ଶୁଣାଣି କରି ଏହି ଦଣ୍ଡ ଦେଇଛନ୍ତି॥ ୨୦୧୩ ମସିହାରେ କେନ୍ଦ୍ରାପଡା ଜିଲ୍ଲା ଆଳି ଅଞ୍ଚଳର ସାର ବ୍ୟବସାୟୀ ସାହା ନବାଜ ଖାଁ ହତ୍ୟାମାମଲାରେ କାଦିର ଦୋଷୀ ସାବ୍ୟସ୍ତ ହୋଇଛି। ବ୍ୟବସାୟୀ ସାହା ନବାଜଙ୍କୁ ଦାଦାବଟି ମାଗି ବିଫଳ ହେଲା ପରେ ସେକ କାଦିର ତାଙ୍କ ଦୋକାନରେ ପଶି ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। କାଦିର ନାଁରେ ବିଭିନ୍ନ ଥାନାରେ ପ୍ରାୟ ୩୦ରୁ ଅଧିକ ମାମଲା ରହିଛି। ତେବେ ଏହି ମାମଲାରେ ଅନ୍ୟ ୮ ଜଣ ଅଭିଯୁକ୍ତ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଏନେଇ ସରକାରୀ ଆଇନଜୀବୀ ମାନସ ରଂଜନ ବେହେରା ସୂଚନା ଦେଇଛନ୍ତି। ନିକଟରେ ହାଇଦରଙ୍କୁ ଏନକାଉଣ୍ଟର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri