Posted inଫୁରସତ

ଜଳରୁ ବାହାରିବ ହାଇଡ୍ରୋଜେନ୍‌

ନୂଆଦିଲ୍ଲୀ: କାଲିଫର୍ନିଆ ୟୁନିଭର୍ସିଟିର ବୈଜ୍ଞାନିକମାନେ ଜଳରୁ ହାଇଡ୍ରୋଜେନ୍‌ ଉତ୍ପାଦନ କରିବା ଲାଗି ଏକ ମେଥଡ୍‌ର ଆବିଷ୍କାର କରିଛନ୍ତି। ରୁମ୍‌ ତାପମାତ୍ରାରେ ଜଳରୁ ହାଇଡ୍ରୋନ୍‌ ଉତ୍ପାଦନ କରାଯାଇ ପାରିବ ବୋଲି ବୈଜ୍ଞାନିକମାନେ କହିଛନ୍ତି। ଆଲୁମିନିୟମ୍‌ର ନାନୋ ପାର୍ଟିକଲ ସହ ଜଳ ରସାୟନିକ କ୍ରିୟା ଦ୍ୱାରା ହାଇଡ୍ରୋଜେନ୍‌ ବାହାରିବ। ଆଲୁମିନିୟମ୍‌ର ଅତି କ୍ଷୁଦ୍ର କଣିକା ଜଳରେ ଥିବା ଅମ୍ଳଜାନ ସହ ରସାୟନିକ କ୍ରିୟା କରିବା ଫଳରେ ହାଇହ୍ରୋଜେନ୍‌ ଉତ୍ପନ୍ନ ହୁଏ। ବହୁବର୍ଷ ଧରି ବୈଜ୍ଞାନିକାମାନେ ହାଇଡ୍ରୋଜେନ୍‌ ଉତ୍ପାଦନ ଲାଗି ଆଲୁମିନିୟମ ସଂକ୍ରାନ୍ତରେ ଅଧ୍ୟନୟ ଚଳାଇଥିବା କହିଛନ୍ତି। ଆଲୁମିନିୟମ୍‌ ଏବଂ ଜଳ ବ୍ୟତୀତ ଅନ୍ୟ କୌଣସି ରିଆକ୍ଟରର ଏଥିରେ ବ୍ୟବହାର କରାଯାଇ ନ ଥିବା କଲମ୍ବିଆ ସାଣ୍ଟାକ୍ରୁଜ୍‌ ପ୍ରଫେସର୍‌ ସ୍କଟ୍‌ ଅଲିଭର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri