ହାଇଓ୍ବା ଜବତ, ଜଣେ ଅଟକ

କେନ୍ଦୁଝର,୨।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନ ବିଭାଗ ପାଟଣା ରେଞ୍ଜ ଚାଙ୍ଗୁପଡ଼ା ଗ୍ରାମ ନିକଟ ବୈତରଣୀ ନଦୀରୁ ବେଆଇନ ବାଲି ଉତ୍ତୋଳନ କରୁଥିବା ଏକ ହାଇଓ୍ବା ( ଓଆର ୧୯ଏମ ୪୯୭୯) ଜବତ କରିବା ସହ ଡ୍ରାଇଭର ବିମଳ କୁମାର ନାୟକଙ୍କୁ ଅଟକ ରଖି ପୋଲିସ ତଦନ୍ତ କରୁଛି। ରାତିରେ ବନବିଭାଗ ସ୍କ୍ବାର୍ଡ ପାଟ୍ରୋଲିଂ କରୁଥିବା ବେଳେ ଉକ୍ତ ଗାଡ଼ି ଧରାପଡ଼ିଥିବା ଡିଏଫ ଓ  ଧନରାଜ ଏଚ ଡି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିବାବେଳେ ଜୀବନ୍ତ ଜଳିଗଲେ ଖବରକାଗଜ ବିତରକ: ଖେଳିଗଲା ଶୋକର ଛାୟା

ବଞ୍ଚୋ,୬।୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଥାନା ନିକଟ ବଡ଼ଦାଣ୍ଡ ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଘରେ ଶୋଇଥିବା ଅବସ୍ଥାରେ ଜଣେ ଯୁବକ ଜୀବନ୍ତ ଦଗ୍ଧ ହୋଇ…

ଓଭର ବ୍ରିଜ୍‌ ତଳୁ ମିଳିଲା ଲାଇନ୍‌ମ୍ୟାନଙ୍କ ମୃତଦେହ, ସ୍କୁଟରରେ ବସିଥିବା ଅବସ୍ଥାରେ…

କେନ୍ଦୁଝର,୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବିଦ୍ୟୁତ୍‌ ବିଭାଗ (ଟାଟା ପାଓ୍ବାର)ରେ କାର୍ଯ୍ୟ କରୁଥିବା ଲାଇନ୍‌ମ୍ୟାନ୍‌ଙ୍କ ମୃତଦେହ ଆଜି କେନ୍ଦୁଝର ଟାଉନ, ସାମଲ ଅଟୋ ଓଭର ବ୍ରିଜ୍‌ ନିକଟରୁ…

ବିଜୁବାବୁଙ୍କ ନିର୍ଭୀକ ନେତୃତ୍ୱକୁ ନେଇ ନେତା କହିଲେ…

ପାଟଣା,୫ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ୧୧୦ତମ ବିଜୁ ଜୟନ୍ତୀ ପାଟଣା ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବ ମନ୍ଦିର ସନ୍ନିକଟ କଲ୍ୟାଣମଣ୍ଡପଠାରେ ବିଜେଡି ତରଫରୁ ଗୁରୁବାର…

‘ବିଜୁବାବୁଙ୍କ ନୀତି ଆଦର୍ଶକୁ ପାଥେୟ କରି ସମାଜସେବାରେ ବ୍ରତୀ ହେବାକୁ ଆହ୍ବାନ’

ବଞ୍ଚୋ,୫ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ହାଟଡିହୀ ବ୍ଲକରେ ଗୁରୁବାର ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ଅବସରରେ ବିଜୁ…

ବୈଶାଖ ନପଶୁଣୁ ଉତ୍କଟ ଜଳ ସମସ୍ୟା, ବ୍ଲକ ଅଫିସ୍ ସମ୍ମୁଖରେ ଗରା ବାଲିଟି ଧରି ମହିଳାଙ୍କ ପ୍ରତିବାଦ

ପାଟଣା,୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ତଣ୍ଡ ବାଙ୍କ ଘାଟ ସାହିରେ ପାଣି ସମସ୍ୟା ଦେଖାଦେଇଛି । ସେଠାରେ ଏକ ମାତ୍ର…

ଅଧରାତିରେ କୂଅରେ ପଡ଼ିଗଲା ଦନ୍ତା ହାତୀ: ଆଉ ତା’ପରେ…

କେନ୍ଦୁଝର,୫।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ବନାଯୋଡ଼ି ଗାଁରେ ଜଣେ ବ୍ୟକ୍ତିଙ୍କ ପୁରୁଣା ପଥର କୂଅରେ ଗତ କାଲି ରାତିରେ ଏକ ବୟସ୍କ…

ପର୍ବ ଦେଖିବାକୁ ଯାଇଥିବା ବେଳେ ଯୋଡାରେ ମହିଳାଙ୍କୁ ଗଣବଳାତ୍କାର, ଦୁଇଜଣଙ୍କୁ ବାନ୍ଧିଲା ପୋଲିସ

ଯୋଡ଼ା,୪।୩(ମାନସ ମହାନ୍ତି) : କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦା ଅଞ୍ଚଳରେ ମାଘେ ପର୍ଵ ସମୟ ଜଣେ ମହିଳାଙ୍କୁ ଗଣବଳାତ୍କାର । ଏହି ଘଟଣାରେ ମଙ୍ଗଳବାର…

ସାଧାରଣ ଜନତାଙ୍କ ସହ ହୋଲି ଖେଳି ଶୁଭେଚ୍ଛା ଜଣାଇଲେ ଏମ୍‌ପି-ଏମ୍‌ଏଲ୍‌ଏ

ପାଟଣା,୪ା୩(ବୀରକିଶୋର ଦାଶ): ରଙ୍ଗର ପର୍ବ ହୋଲି ଅବସରରେ ବୁଧବାର କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଓ ପାଟଣା ଏମ୍‌ଏଲ୍‌ଏ ଅଖିଳ ନାଏକ ପାଟଣା ନିର୍ବାଚନ ମଣ୍ଡଳୀର ସାହାରପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri