Posted inଫୁରସତ

ଏହି ପ୍ରତିଷ୍ଠିତ କମ୍ପାନୀର ସେଲ୍ସମ୍ୟାନ୍‌ ସାଜିଲା କୁକୁର

ମଣିଷ ପରି କୁକୁର ଏବେ ସେଲସ୍‌ମ୍ୟାନ ସାଜିଛି। ତାହାପୁଣି ଏକ ପ୍ରତିଷ୍ଠିତ କାର କମ୍ପାନୀରେ। ଶୁଣିବାକୁ ଏହା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। କୁକୁର ବେକରେ ଆଇଡି କାର୍ଡ ମଧ୍ୟ ଝୁଲୁଛି। ଏଥିପାଇଁ କୁକୁରଟି ଏବେ ଷ୍ଟାର ପାଲଟିଯାଇଥିବା ବେଳେ ସୋସିଆଲ ମିଡିଆରେ ତାର ଅନେକ ଫଟୋ ଭାଇରାଲ ହେବାରେ ଲାଗିଛି।
ବ୍ରାଜିଲର ହୁଣ୍ଡାଇ ଶୋ’ ରୁମ୍‌ ସମ୍ମୁଖରେ ଏହି କୁକୁରଟି ପ୍ରତିଦିନ ବୁଲୁଥିଲା। ଧୀରେ ଧୀରେ ସେ ଶୋ’ରୁମ୍‌ର କର୍ମଚାରୀଙ୍କ ସହ ମିଶିଗଲା। କର୍ମଚାରୀମାନେ ତା’ର ନାମ ରଖିଲେ ଟକ୍ସନ୍‌। ପରେ ଟକ୍ସନ୍‌ ଶୋ’ ରୁମ୍‌ର ଅନ୍ୟ କର୍ମଚାରୀଙ୍କ ପରି କାମ କରିବାକୁ ଲାଗିଛି। ଏଥିପାଇଁ ତା’ର ଏକ ଆଇଡି କାର୍ଡ ମଧ୍ୟ ତିଆରି କରାଗଲା। ପ୍ରତିଦିନ କାର୍ଡଟି ତା’ର ବେକରେ ଝୁଲିଥାଏ। ଗ୍ରାମର ନାଜି ନାମକ ଜଣେ ବ୍ୟକ୍ତି ନିଜ ଟୁଇଟର ଆକାଉଣ୍ଟରେ ଟକ୍ସନ ସହ ଅନ୍ୟ କର୍ମଚାରୀଙ୍କ ଫଟୋ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣ ପାଇଁ ଗର୍ଲଫ୍ରେଣ୍ଡଙ୍କୁ ଛାଡ଼ିଦେଇଥିଲେ ବୟଫ୍ରେଣ୍ଡ, ପରେ ଘଟିଲା ଏମିତି

ସାଧାରଣତଃ କୌଣସି କଥାକୁ ନେଇ ଗର୍ଲଫ୍ରେଣ୍ଡ-ବୟଫ୍ରେଣ୍ଡଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥାଏ। କିଛି କାରଣ ପାଇଁ ସେମାନଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ ବି ହୋଇଥାଏ। ମାତ୍ର ଜଣେ ବୟଫ୍ରେଣ୍ଡ...

ଫଟୋଶୁଟ୍‌ କରୁଥିବା ବେଳେ ବ୍ୟକ୍ତିଙ୍କ ମୁଣ୍ଡରେ ଚଢ଼ିଗଲା ନେଉଳ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

ପାଣି ଭିତରୁ ଆସି ହଠାତ୍‌ ଝାମ୍ପି ନେଲା ପକ୍ଷୀକୁ , ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଘର ଭଡ଼ା ନେଉଥିଲେ…

ଜବ୍‌, ବ୍ୟବସାୟ ହେଉ କିମ୍ବା ଅନ୍ୟାନ୍ୟ କାରଣରୁ  ଅଧିକାଂଶ ପରିବାର ଭଡ଼ାଘର ନେଇ ରହିଥାନ୍ତି। ସେଠାରେ ଆବଶ୍ୟକତା ଅନୁସାରେ ସମସ୍ତ ସାମଗ୍ରୀ ମଧ୍ୟ ରଖିଥାନ୍ତି।  ହେଲେ...

ଦେଶ ପାଇଁ ଲଢ଼ିଥିଲେ, ଏବେ କରୋନାକୁ ହରାଇଲେ

ମୁମ୍ବାଇ, ୧୬।୮: ଦେଶ ପାଇଁ ଲଢ଼ିଥିବା ଜଣେ ୯୮ ବର୍ଷ ବୟସ୍କ ନୌସେନା କର୍ମଚାରୀ ଏବେ କରୋନା ଲଢ଼େଇରେ ବିଜୟୀ ହୋଇଛନ୍ତି। ଏନେଇ ରବିବାର ଭାରତୀୟ...

ଯେଉଁଠି ୨ଶହ ଟଙ୍କାରେ ନିଜ ସନ୍ତାନଙ୍କୁ ବିକ୍ରି କରି ଦିଅନ୍ତି ଅଭିଭାବକ

ବନଜୁଲ,୧୯।୧: ଆଫ୍ରିକାର ଗାମ୍ବିଆରେ ଦେଖିବାକୁ ମିଳିଛି ଏକ ଅଜବ ଦୃଶ୍ୟ। ଏଠାରେ ଅଭିଭାବକମାନେ ନିଜ ସନ୍ତାନଙ୍କୁ ମାତ୍ର ୨ଶହ ଟଙ୍କାରେ ବିକ୍ରି କରୁଥିବା କୁହାଯାଏ। ବ୍ରିଟିଶ...

ପବଜୀ ମୋବାଇଲ ଗେମ୍‌ କାହିଁକି ହେଲାନି ବ୍ୟାନ୍‌ ଜାଣନ୍ତୁ

ସୋମବାର ଭାରତରେ ୫୯ଟି ଲୋକପ୍ରିୟ ଚାଇନିଜ ଆପ୍‌ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏଥିରେ ଟିକ୍‌ଟକ୍‌, ୟୁସି ବ୍ରାଉଜର, ହେଲୋ ଆପ ଏବଂ ଶେୟାରଇଟ ସହିତ ଅନେକ...

ପାକିସ୍ତାନୀଙ୍କୁ ପସନ୍ଦ ଭାରିତୀୟ ଥାଳି!

ନୂଆଦିଲ୍ଲୀ,୨୨ ।୧: ସ୍ୱାଦିଷ୍ଟ ଭୋଜନ ସମସ୍ତଙ୍କର ପସନ୍ଦ । ତେବେ କରୋନା ମହାମାରୀକୁ ନେଇ ଚାଲିଥିବା ଲକ୍‌ଡାଉନ ସମୟରେ ଲୋକେ ଖାଦ୍ୟକୁ ନେଇ ୟୁଟ୍ୟୁବରେ ବହୁତ...

Advertisement


Archives

Model This Week