ଏକ୍ସସାଇଡ୍‌ ସହ ହ୍ୟୁଣ୍ଡାଇର ବୁଝାମଣା

ଭୁବନେଶ୍ୱର,୧୨।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ହ୍ୟୁଣ୍ଡାଇ ମୋଟର୍ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ଏମ୍‌ଆଇଏଲ୍‌) ଏବଂ ଏକ୍ସସାଇଡ୍‌ ଏନର୍ଜି ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ବୈଦ୍ୟୁତିକ ଯାନ (ଇଲେକ୍ଟ୍ରି ଭେହିକଲ ବା ଇଭି)ର କାରବାର ବୃଦ୍ଧି ପାଇଁ ଉଭୟ ବ୍ୟାଟେରି ଚାହିଦା ଓ ଉତ୍ପାଦନ ବୃଦ୍ଧି ପାଇଁ କମ୍ପାନୀ ଏକ୍ସସାଇଡ୍‌ ଏନର୍ଜି ସହ ଚୁକ୍ତିନାମା (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି।

ଅପରପକ୍ଷରେ ଏକ୍ସସାଇଡ୍‌ ଅଗ୍ରଣୀ ବ୍ୟାଟେରି ଉତ୍ପାଦନକାରୀ ହୋଇଥିବାବେଳେ ଲିଥିୟମ ଆଇରନ ଫସ୍‌ଫେଟ (ଏଲ୍‌ଏଫ୍‌ପି) ସେଲ୍‌ସ ବିଶିଷ୍ଟ ବ୍ୟାଟେରି ହ୍ୟୁଣ୍ଡାଇର ଇଭି ମଡେଲ ପାଇଁ ଯୋଗାଇଦେବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri