Posted inଜାତୀୟ

ମନକଥା କହିଲେ ରାହୁଲ ଗାନ୍ଧୀ, ଲେଖକ ହେବାର ଇଛା ଥିଲା ହେଲେ…

କନ୍ନୁର,୧।୧୨:କଂଗ୍ରେସ ଏମପି ରାହୁଲ ଗାନ୍ଧୀ କେରଳର କନ୍ନୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ନିଜ ମନକଥା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ମୁଁ ଲେଖକ ହେବାକୁ ଚାହୁଁଥିଲି। ସବୁବେଳେ ସତ ସହ ପରିଚୟ ହେବାକୁ ଏବଂ ସବୁବେଳେ ସତ କହିବାକୁ ଚାହୁଁଛି। ସେଥିପାଇଁ ଲେଖକ ହେବାର ରାସ୍ତା କଠିନ ହେଲେ ମଧ୍ୟ ମୋର ପସନ୍ଦ। ସେ ଆହୁରି କହିଛନ୍ତି, ସତ କହିବା ସହଜ ନୁହେଁ। ସତ କହିବା ଦ୍ୱାରା ବିଭିନ୍ନ ପ୍ରକାର ସମସ୍ୟା ଉପୁଜିଥାଏ। ହେଲେ ରାଜନୈତିକ ଜୀବନରେ ଲେଖକ ଭଳି ହେବାର ଲକ୍ଷ୍ୟ ରଖିଛି।

ରାହୁଲ କନ୍ନୁରରେ ଆୟୋଜିତ ଟି ପଦ୍ମନାଭନଙ୍କ ସାହିତ୍ୟ ସମାରୋହରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍‌ରୁ ଶିଖିବ କି ଭାରତ?

ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri