ଭାଜପାରେ ମିଶିବାକୁ ନେଇ ହେଉଥିଲା ଜୋର୍‌ଦାର ଚର୍ଚ୍ଚା: ମୁଁ ବିଜେଡିରେ ଅଛି…

ଦେଓଗାଁ,୨୪ା୩(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ୍‌ ଅଧ୍ୟକ୍ଷ ଦୟାନିଧି ଖମାରୀ ଭାଜପାରେ ମିଶିବା ନେଇ ସାମାଜିକ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଏନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଆଲୋଚନା ଲାଗି ରହିଥିଲା।

ବ୍ଲକ୍‌ ଅଧ୍ୟକ୍ଷ ଖମାରୀ ସୋମବାର ଖବରଦାତା ସମ୍ମିଳନୀରେ ଭାଜପାରେ ମିଶିବା ନେଇ ଯେଉଁ ଖବର ପ୍ରସାରିତ ହୋଇଥିଲା ତାହା ସମ୍ପୂର୍ଣ୍ଣ ମଥ୍ୟା ବୋଲି ସ୍ପଷ୍ଟ କରିଥିଲେ। ମୁଁ ବିଜେଡିର ଜଣେ ଶୃଙ୍ଖଳିତ କର୍ମୀ। ଦୀର୍ଘ ବର୍ଷ ହେଲା ମୁଁ ବିଜେଡିରେ ରହିଆସିଛି। ଏଭଳି ମିଥ୍ୟା ଖବର ପ୍ରକାଶ ନ କରିବା ପାଇଁ ଗଣମାଧ୍ୟମକୁ ଅନୁରୋଧ କରିଥିଲେ। ସମ୍ମିଳନୀରେ ଅନ୍ତର୍ଯାମୀ ଭୋଇ, ରାଜପ୍ରତାପ ସିଂଦେଓ, ବୁଦ୍ଧଦେବ ପରୁଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ୩ ଲକ୍ଷ ୧୫ ହଜାର ଲାଞ୍ଚ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri