Posted inଜାତୀୟ

‘ମୁଁ କ’ଣ ରାଜ କୁନ୍ଦ୍ରା, ମୋର ଫଟୋ ନେଉଛ’

ପୁଣେ,୨୯।୭: ଆଜିକାଲି ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ନିଜର ଏକ ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ଅଛନ୍ତି। ରାଜ ଠାକରେ ତିନି ଦିନିଆ ପୁଣେର ଗସ୍ତରେ ଅଛନ୍ତି। ଏହି ସମୟରେ ଗଣମାଧ୍ୟମ ବ୍ୟକ୍ତିମାନେ ରାଜ ଠାକରେଙ୍କ ଫଟୋ ଉଠାଇବା ଆରମ୍ଭ କରିଥିଲେ, ସେତେବେଳେ ସେ କହିଥିଲେ ଯେ, ମୁଁ କ’ଣ ରାଜ କୁନ୍ଦ୍ରା, ମୋର ଫଟୋ ନେଉଛ। ରାଜ ଠାକରେ ବୋଧହୁଏ ତାଙ୍କ ଫଟୋ ଉଠାଇବାକୁ ପସନ୍ଦ କରୁ ନ ଥିଲେ ଏବଂ ଥଟ୍ଟା କରି ଏପରି କହିଥିଲେ। ଏକଥା ଶୁଣିବା ପରେ ସେଠାରେ ଏକ ହାସ୍ୟରୋଳ ପରିବେଶ ସୃଷ୍ଟି ହୋଇଥିଲା। ତାଙ୍କର ଏହି ବିବୃତ୍ତି ବର୍ତ୍ତମାନ ଚାରିଆଡେ ଆଲୋଚନା ହେଉଛି। ସୋସିଆଲ ମିଡିଆରେ ଏହା ମଧ୍ୟ ଭାଇରାଲ ହେବାରେ ଲାଗିଛି। ଆଗାମୀ ପୌରସଂସ୍ଥା ନିର୍ବାଚନ ପାଇଁ ଦଳର ରଣନୀତି ପ୍ରସ୍ତୁତ କରିବାକୁ ରାଜ ଠାକରେ ପୁଣେରେ ପହଞ୍ଚିଥିଲେ। ଏହି ମନ୍ତବ୍ୟ ପୂର୍ବରୁ ରାଜ ଠାକରେଙ୍କ ଆଉ ଏକ ମନ୍ତବ୍ୟ ମଧ୍ୟ ଚର୍ଚ୍ଚାରେ ରହିଥିଲା। ଯେଉଁଥିରେ ତାଙ୍କୁ ମାସ୍କ ପିନ୍ଧିବାକୁ କୁହାଯାଇଥିଲା। ଏହା ଉପରେ ଠାକରେ କହିଥିଲେ ଯେ, ମୁଁ ପିନ୍ଧେ ନାହିଁ, ମୁଁ ମାସ୍କ ବ୍ୟବହାର କରେ ନାହିଁ।
ସୂଚନାଯୋଗ୍ୟ,ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କୁ ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ କରି ଆପରେ ଅପଲୋଡ କରି କିଛି ଦିନ ପୂର୍ବରୁ ମୁମ୍ବାଇ ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?