Posted inଖେଳ

ମୁଁ ସେଭଳି ଅଧିନାୟକ ନୁହେଁ, ଯିଏ କାମ ହାସଲ ପାଇଁ ଖେଳାଳିମାନଙ୍କ ପଛରେ ପଡ଼ିଯିବ: ରୋହିତଙ୍କ ଏହି ମନ୍ତବ୍ୟକୁ ନେଇ ହେଉଛି ଏଭଳି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୧: ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ଫାଇନାଲ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ବିଜୟ ଲାଭ କରିଛି। ପଞ୍ଚମ ଥର ପାଇଁ ଆଇପିଏଲ୍‌ ଟାଇଟଲ ନିଜ ନାମରେ କରିବାରେ ରୋହିତ ଶର୍ମାଙ୍କ ଦଳ ସଫଳ ହୋଇଛି। ଟସ୍‌ ହାରିବା ପରେ ଦିଲ୍ଲୀ ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିଲା। ପରେ ୧୫୭ ରନ୍‌ର ବିଜୟଲକ୍ଷ୍ୟକୁ ସାମ୍ନା କରିବାକୁ ପଡ଼ିଆକୁ ଓହ୍ଲାଇଥିବା ମୁମ୍ବାଇ ଇଣ୍ଡିଆନ୍ସ ଦଳ ରୋହିତଙ୍କ ୬୮ ରନ୍‌ର ସହାୟତାରେ ସହଜରେ ହାସଲ କରିନେଇଥିଲା।

ଦଳର ପଞ୍ଚମ ଜିତ୍‌କୁ ନେଇ ଖୁସିବ୍ୟକ୍ତ କରି ରୋହିତ କହିଛନ୍ତି, ଟୁର୍ନାମେଣ୍ଟରେ ଜିତିବାର ଅଭ୍ୟାସ ରଖିବାର ଆବଶ୍ୟକତା ରହିଛି। ଅଧିନାୟକ ଭାବେ ପୁରା ସିଜନ୍‌ରେ ଦଳର ପ୍ରଦର୍ଶନରେ ମୁଁ ଖୁସି। ମୋତେ ଖେଳାଳିମାନଙ୍କଠାରୁ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବା ପାଇଁ ଉଚିତ ସନ୍ତୁଳନ ଖୋଜିବାର ଥିଲା। ମୁଁ ସେଭଳି ଅଧିନାୟକ ନୁହେଁ ଯିଏ ଖେଳାଳିମାନଙ୍କ ପଛରେ ପଡ଼ିଯିବ। ତାଙ୍କ ମଧ୍ୟରେ ଆତ୍ମବିଶ୍ୱାସ ରଖିବା ମହତ୍ୱପୂର୍ଣ୍ଣ। କ୍ରୁଣାଳ, ହାର୍ଦ୍ଦିକ ଏବଂ ପୋଲାର୍ଡ ଦୀର୍ଘ ସମୟ ଧରି ନିଜର ଭୂମିକା ନିର୍ବାହ କରୁଛନ୍ତି। ତାଙ୍କୁ କ’ଣ କରିବାକୁ ହେବ ସେମାନେ ଜାଣନ୍ତି ବୋଲି ରୋହିତ କହିଛନ୍ତି। ତେବେ ଇସାରାରେ ରୋହିତଙ୍କ ଏଭଳି ମନ୍ତବ୍ୟ ବଡ଼ କଥା କହିଥିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri