ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ଭାଜପା ମିଛ କହିବାର ସବୁ ସୀମା ଟପିଯାଇଛି: ନବୀନ

ଭୁବନେଶ୍ୱର,୨୪।୫: ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଏନେଇ ନିଜେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଛ କହିବାର ଗୋଟିଏ ସୀମା ଥାଏ। ଭାଜପା ମିଛ କହିବାର ସବୁ ସୀମା ଟପି ଯାଇଛି। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମାସେ ହେଲା ରାଜ୍ୟ ସାରା ପ୍ରଚାର କରୁଛି।

ଅନ୍ୟପଟେ, ପୋଲିସ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଛି ରାଜ୍ୟ ଭାଜପା। କାର୍ତ୍ତିକ ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରିବାକୁ ଭାଜପା ଅପିଲ କରିଛି। ଭାଜପା କହିଛି, ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ସଚିବ, ଡିଜିପି କଥା ହେଉଛନ୍ତି କି ନାହିଁ ସନ୍ଦେହ। ମୁଖ୍ୟମନ୍ତ୍ରୀଙ୍କ ଅବସ୍ଥା କଣ ଜାଣିବା ଅଧିକାର ରାଜ୍ୟବାସୀଙ୍କର ଅଛି। ଜଣେ ଜଜ ଓ କିଛି ମାନ୍ୟଗଣ୍ୟଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଲେବାନନ୍‌ରୁ ଇସ୍ରାଏଲ୍‌ ଓହରିବା ଆବଶ୍ୟକ: ଇରାନ

ଦୁବାଇ,୧୭ା୬: ପଶ୍ଚିମ ଏସିଆରେ ଯୁଦ୍ଧ ବନ୍ଦ ଲାଗି ଆମେରିକା ଓ ଇରାନ ସହମତିରେ ପହଞ୍ଚତ୍ଥିବା ଏବଂ ଆସନ୍ତା ୧୯ର ଉଭୟ ପକ୍ଷ ଆନୁଷ୍ଠାନିକ ଭାବେ ଚୁକ୍ତିନାମା ସ୍ବାକ୍ଷର…

ଲୋଭ ଘାରୁଛି

କ୍ଷମତା ଓ ସମ୍ପତ୍ତି ଲୋଭ ମଣିଷ ଜାତିକୁ ଆଦିମ ଯୁଗରୁ ହନ୍ତସନ୍ତ କରିଆସିଛି। ଅଧିକ ଜମି ପାଇବା ପାଇଁ ବିଶ୍ୱବ୍ୟାପୀ ରାଜା ମହାରାଜାମାନେ ଯୁଗଯୁଗରୁ ଯୁଦ୍ଧ କରିଆସୁଥିଲେ।…

ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି, ଆଜି ଦ୍ବିପାକ୍ଷିକ ଆଲୋଚନା

ଏଭିଆନ୍‌-ଲେସ୍‌-ବାଏନ୍ସ,୧୭ା୬: ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଜି-୭ ଶିଖର ସମ୍ମିଳନୀ ପାଇଁ ବିଶ୍ୱନେତା ଏକାଠି ହୋଇଥିବାବେଳେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି କରମର୍ଦ୍ଦନ…

ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଅନିୟମିତତା ଗୁମର

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ…

ଆଜି ସୃଷ୍ଟି ହେବ ଧ୍ରୁବ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା

ଆଜି ଜୁନ୍ ୧୭ ତାରିଖରେ, ଚନ୍ଦ୍ର କର୍କଟ ରାଶିରେ ଅଛନ୍ତି, ଏବଂ ଚନ୍ଦ୍ର, ବୃହସ୍ପତି ଏବଂ ଶନିଙ୍କ ପ୍ରଭାବ ପ୍ରଭାବଶାଳୀ ହେବ। ପୁନର୍ବାସୁ ନକ୍ଷତ୍ରର ଉପସ୍ଥିତି ‘ଧ୍ରୁବ…

ରକ୍ଷଣାବେକ୍ଷଣ ଅଭାବ: ରାସ୍ତାପାର୍ଶ୍ୱ ଆଲୋକୀକରଣ ଠପ୍‌

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବିକଶୀତ ବରଗଡ଼ ଲକ୍ଷ୍ୟ ନେଇ ସହରର ବିଭିନ୍ନ ରାସ୍ତାପାର୍ଶ୍ୱରେ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଏହି ଆଲୋକୀକରଣ ବ୍ୟବସ୍ଥା ଠପ୍‌ ପଡ଼ି…

ଟ୍ରମ୍ପଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ବାର୍ତ୍ତା, G7 ଶିଖର ସମ୍ମିଳନୀରେ ଉଠାଇଲେ ଭାରତୀୟ ନାବିକଙ୍କ ମୃତ୍ୟୁ ପ୍ରସଙ୍ଗ, କହିଲେ…

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ଫ୍ରାନ୍ସର ବିଆରଟିଜ୍ ସହରରେ ଅନୁଷ୍ଠିତ G-7 ସମ୍ମିଳନୀରେ ଯୋଗ ଦେଇଥିଲେ। G7 ନେତାଙ୍କ ସରକାରୀ ଗୋଷ୍ଠୀ ଫଟୋଗ୍ରାଫରେ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri