Posted inଖେଳ

‘ଦଳ ପରାଜୟ ପାଇଁ ମୁଁ ଦାୟୀ’

ମୁମ୍ବାଇ,୧୭।୪: ଆଇପିଏଲ୍‌ ୨୦୨୨ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଲଗାତର ଷଷ୍ଠ ପରାଜୟବରଣ କରିଛି। ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ଏଭଳି ହୋଇଛି। ମ୍ୟାଚ ପରେ ମୁମ୍ବାଇ ଅଧିନାୟକ ରୋହିତ ଶର୍ମା କହିଛନ୍ତି, ଦଳର ପରାଜୟ ପାଇଁ ମୁଁ ନିଜକୁ ଦାୟୀ କରୁଛି। ଆମେ ପୂର୍ବରୁ ଫେରି ଆସିଛୁ ଏବଂ ପୁନର୍ବାର ଫେରିବାକୁ ଚେଷ୍ଟା କରିବୁ। ଆଇପିଏଲ ୨୦୨୨ର ୬ ଇନିଂସରେ ରୋହିତ ହାରାହାରି ୧୯ରେ ମାତ୍ର ୧୧୪ ରନ ସଂଗ୍ରହ କରିଛନ୍ତି। ୧୬ କୋଟିରେ କିଣାଯାଇଥିବା ରୋହିତ ଶର୍ମା ଏହି ସିଜନରେ ଗୋଟିଏ ଅର୍ଦ୍ଧଶତକ ହାସଲ କରିବାରେ ସକ୍ଷମ ହୋଇନାହାଁନ୍ତି। ଏଥି ସହିତ ୧୫.୨୫ କୋଟି ଟଙ୍କାରେ କିଣାଯାଇଥିବା ଇଶାନ କିଶନ ପ୍ରଥମ ଦୁଇଟି ମ୍ୟାଚରେ ଅର୍ଦ୍ଧଶତକ ହାସଲ କରିବା ପରେ ଲଗାତାର ଚାରିଟି ମ୍ୟାଚରେ ବିଫଳ ହୋଇଥିଲେ। ମୁମ୍ବାଇ ଦଳର ବର୍ତ୍ତମାନ ଆଠଟି ମ୍ୟାଚ ବାକି ଅଛି। ଯଦି ଦଳ ପ୍ଲେ ଅଫରେ ନିଜର ସ୍ଥାନ ସୃଷ୍ଟି କରିବାକୁ ପଡିବ ତେବେ ଦଳକୁକୁ ପ୍ରତ୍ୟାବର୍ତ୍ତନ କରିବାକୁ ପଡିବ। ଆଉ ଗୋଟିଏ ମ୍ୟାଚ ହାରିବା ଦଳ ପାଇଁ ପ୍ଲେ ଅଫ ରାସ୍ତାକୁ ଆହୁରି କଠିନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri