ଅନନ୍ତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖୀତ

ଭୁବନେଶ୍ୱର,୯।୩: ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ନବୀନ କହିଛନ୍ତି ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ସେ ଜନପ୍ରତିନିଧି ଭାବରେ ଦୀର୍ଘଦିନ ଧରି ଲୋକଙ୍କ ସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରୁଛି ।

ବିଜେଡିର ଏହି ବରିଷ୍ଠ ନେତା ୨୦୦୪ରେ ପ୍ରଶାସନିକ ସେବାରୁ ରାଜନୀତିକୁ ଆସିଥିଲେ । ୨୦୦୪ରୁ ୨୦୧୯,ଲଗାତର ୪ ଥର ବିଜେଡି ଦଳରୁ ଭୋଗରାଇର ବିଧାୟକ ଜିତିଥିଲେ । ୨୮ ଅଗଷ୍ଟ ୧୯୪୦ରେ ବୋଗରାଇ ବ୍ଲକର କୁରୁଠିଆରେ ଜନ୍ମଗ୍ରହଣ କରିଥିଲେ ଅନନ୍ତ ଦାସ । ମତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri