ଅନନ୍ତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖୀତ

ଭୁବନେଶ୍ୱର,୯।୩: ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ନବୀନ କହିଛନ୍ତି ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ସେ ଜନପ୍ରତିନିଧି ଭାବରେ ଦୀର୍ଘଦିନ ଧରି ଲୋକଙ୍କ ସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରୁଛି ।

ବିଜେଡିର ଏହି ବରିଷ୍ଠ ନେତା ୨୦୦୪ରେ ପ୍ରଶାସନିକ ସେବାରୁ ରାଜନୀତିକୁ ଆସିଥିଲେ । ୨୦୦୪ରୁ ୨୦୧୯,ଲଗାତର ୪ ଥର ବିଜେଡି ଦଳରୁ ଭୋଗରାଇର ବିଧାୟକ ଜିତିଥିଲେ । ୨୮ ଅଗଷ୍ଟ ୧୯୪୦ରେ ବୋଗରାଇ ବ୍ଲକର କୁରୁଠିଆରେ ଜନ୍ମଗ୍ରହଣ କରିଥିଲେ ଅନନ୍ତ ଦାସ । ମତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?