ତୁମେ କରୋନାକୁ ଛକା ମାରିପାରିବ ମୋର ବିଶ୍ୱାସ ଅଛି

ନୂଆଦିଲ୍ଲୀ, ୨।୪ : କୋଭିଡ୍‌-୧୯ ଆକ୍ରାନ୍ତ ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ଆରୋଗ୍ୟ କାମନା କରିଛନ୍ତି ପୂର୍ବତନ ପାକିସ୍ତାନ ପେସର ଓ୍ବାସିମ ଆକ୍ରମ। ଡାକ୍ତରଙ୍କ ପରାମର୍ଶ କ୍ରମେ ସଚିନ ମେଡିକାଲରେ ଭର୍ତ୍ତି ହୋଇଥିବା ଟୁଇଟ୍‌ କରି ପ୍ରଶଂସକଙ୍କୁ ଜଣାଇଥିଲେ।

ଏହି ଟୁଇଟ୍‌କୁ ରିଟୁଇଟ୍‌ କରି ଆକ୍ରମ ଲେଖିଛନ୍ତି, ଯେତେବେଳେ ୧୬ ବର୍ଷର ଥିଲ, ତୁମେ ବିଶ୍ୱର ଶ୍ରେଷ୍ଠ ବୋଲରଙ୍କୁ ଶାହସର ସହ ଖେଳିଥିଲ। ଏଣୁ ମୋର ବିଶ୍ୱାସ ଅଛି, ତୁମେ କୋଭିଡ୍‌-୧୯କୁ ଛକା ମାରିବ। ଶୀଘ୍ର ସୁସ୍ଥ ହୁଅ ମାଷ୍ଟର। ୨୦୧୧ ବିଶ୍ୱକପ୍‌ର ୧୦ ବର୍ଷ ପୂର୍ତ୍ତିକୁ ଡାକ୍ତର ଓ ମେଡିକାଲ କର୍ମଚାରୀଙ୍କ ସହ ପାଳନ କଲେ ତୁମ ପାଇଁ ଭଲ ହେବ। ଆକ୍ରମଙ୍କ ବ୍ୟତୀତ ପାକିସ୍ତାନ ପେସର ଶୋଏବ ଆଖତର ମଧ୍ୟ ସଚିନଙ୍କ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?