ମୁଁ ଅସୁନ୍ଦରୀ…କାହିଁକି ଏମିତି କହିଲେ ଶାହରୁଖଙ୍କ ଝିଅ

ଅଭିନେତା ଶାହରୁଖ ଖାନଙ୍କ ଝିଅ ତଥା ଅଭିନେତ୍ରୀ ସୁହାନା ଖାନ ଏବେ ଚର୍ଚ୍ଚାରେ। ସେ ଖୁବ୍‌ଶୀଘ୍ର ବାପାଙ୍କ ସହ ପରଦାରେ ଧୂମ୍‌ ମଚାଇବାକୁ ଯାଉଛନ୍ତି। ଆଜିକାଲି ସୁହାନା ତାଙ୍କର ଷ୍ଟାଇଲିସ ଅବତାର ସହିତ ହୃଦୟ ଜିତୁଛନ୍ତି। କିନ୍ତୁ ପିଲାବେଳେ ସେ ବହୁତ କଳା ଥିଲେ ଏବଂ ଲୋକମାନେ ପ୍ରାୟତଃ ତାଙ୍କ ରଙ୍ଗ ପାଇଁ ତାଙ୍କୁ ଅସୁନ୍ଦରୀ କହୁଥିଲେ। କିନ୍ତୁ ଲୋକଙ୍କ ମନ୍ତବ୍ୟରେ ସେ ନିରୁତ୍ସାହିତ ହୋଇ ନ ଥିଲେ। ନିକଟରେ ସେ ରଙ୍ଗ ପାଇଁ ତାଙ୍କୁ ଟ୍ରୋଲ କରିଥିବା ଲୋକଙ୍କୁ ନିନ୍ଦା କରିଥିଲେ।
ସୁହାନା କୁହନ୍ତି,ବର୍ତ୍ତମାନ ବହୁତ କିଛି ଚାଲିଛି ଏବଂ ଏହା ଏପରି ଏକ ସମସ୍ୟା ଯାହାକୁ ଆମକୁ ସମାଧାନ କରିବାକୁ ପଡିବ। ଏହା କେବଳ ମୋ ବିଷୟରେ ନୁହେଁ, ଏହା ପ୍ରତ୍ୟେକ ଯୁବତୀ/ଯୁବକଙ୍କ ବିଷୟରେ, ଯେଉଁମାନେ ବିନା କାରଣରେ ଏକ ହୀନମନ୍ୟତା ସହିତ ବଢ଼ିଥାନ୍ତି। ଯେତେବେଳେ ମୁଁ ୧୨ ବର୍ଷର ଥିଲି ଲୋକମାନେ ମୋତେ କହୁଥିଲେ ମୁଁ ମୋର କଳା। ଏହି ମନ୍ତବ୍ୟଗୁଡ଼ିକ ଭାରତୀୟମାନେ ଦିଅନ୍ତି, ଯଦିଓ ଆମେ ଭାରତୀୟମାନେ ମୁଖ୍ୟତଃ ବାଦାମୀ।
ହଁ ମୁଁ ଗୋରା ନୁହେଁ, ଅସୁନ୍ଦରୀ। ଏହା ସତ୍ତ୍ୱେ ମୁଁ ଖୁସି ଏବଂ ଆପଣ ମଧ୍ୟ ହେବା ଉଚିତ। ନିଜକୁ ନେଇ ସର୍ବଦା ଗର୍ବ କରିବା ଉଚିତ୍‌।
ସୁହାନା ୨୦୧୯ରେ ‘ଦି ଗ୍ରେ ପାର୍ଟ ଅଫ ବ୍ଲୁ’ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ଏହା ଏକ ୧୦ ମିନିଟର କ୍ଷୁଦ୍ର ଚଳଚ୍ଚିତ୍ର ଥିଲା। ଏହା ପରେ ସେ ୨୦୨୩ରେ ମୁକ୍ତିଲାଭ କରିଥିବା ନେଟଫ୍ଲିକ୍ସ ଚଳଚ୍ଚିତ୍ର ‘ଦି ଆର୍ଚିଜ’ ସହିତ ବଲିଉଡରେ ଡେବ୍ୟୁ କରିଥିଲେ। ଏବେ ସେ ତାଙ୍କ ପିତାଙ୍କ ଚଳଚ୍ଚିତ୍ର ‘କିଙ୍ଗ’ ସହିତ ଥିଏଟରରେ ଡେବ୍ୟୁ କରିବେ, ଯାହା ୨୦୨୬ରେ ମୁକ୍ତିଲାଭ କରିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ଫିଫା ବିଶ୍ୱକପ୍‌ ଫାଇନାଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ ଅବିସ୍ମରଣୀୟ, ଯୋଗଦେବେ ନାମିଦାମି

ନ୍ୟୁୟର୍କ,୧୮।୭: ଫିଫା ବିଶ୍ୱକପ୍‌ ୨୦୨୬ର ଉଦ୍‌ଯାପନୀ ଉତ୍ସବକୁ ଯେପରି ଅବିସ୍ମରଣୀୟ କରାଯାଇପାରିବ ସେଥିପାଇଁ ଆୟୋଜକଙ୍କ ପକ୍ଷରୁ ସବୁମତେ ଉଦ୍ୟମ କରାଯାଇଛି। ରବିବାର ଆର୍ଜେଣ୍ଟିନା ବନାମ ସ୍ପେନ୍‌ ଫାଇନାଲ…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଲହରୀ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ନୂଆଦିଲ୍ଲୀ,୧୮।୭: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶନିବାର ଘୋଷଣା କରାଯାଇଛି। ରାଜ କୁମାର ରାଓ ଅଭିନୀତ ଶ୍ରୀକାନ୍ତ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି। ମାମୁଟ୍ଟି…

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ

ବେଙ୍ଗାଲୁରୁ,୧୮।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ଶନିବାର ସନ୍ଧ୍ୟାରେ ବେଙ୍ଗାଲୁରୁର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ଅପରାହ୍ନ ୪ଟାରେ ତାଙ୍କର ହୃଦଘାତରେ…

ଭାଇ ସହ ହେଲା କଳି ଏମତି କାଣ୍ଡ କରିଦେଲେ ୧୩ ବର୍ଷର …

ଛତ୍ରପୁର, ୧୮।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଅଞ୍ଚଳରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ବସ ସେବା ଦାବିରେ ସାଇକେଲ ଯାତ୍ରା ଚେତାବନୀ

ଗୁଣପୁର, ୧୮/୭ (ସୁଜାତା ପାଢ଼ୀ): ଗୁଡାରି ୧୯୭୨ ମସିହାରେ ଏନ୍‌ଏସିର ମାନ୍ୟତା ପାଇଥିଲା। ଏହାଛଡ଼ା ଗୁଡାରି ବ୍ଲକ ୯ଟି ଗ୍ରାମପଞ୍ଚାୟତକୁ ନେଇ ଗଠିତ। ଏହା ଏକ ଆଦିବାସୀ…

ମାଉଜର,ଗଞ୍ଜେଇ ସହ ୬ ଗିରଫ ପୋଲିସକୁ ଚକମା ଦେଇ ଖସିଯାଉଥିଲେ

ଭଞ୍ଜନଗର,୧୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଅପରାଧି ଦମନରେ ବିଗତ କିଛି ମାସ ହେବ ଲାଗିପଡ଼ିଛି। ଏହିଭଳି ଶନିବାର ପୋଲିସ ଦୁଇଟି ମାମଲାରେ ୬ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri