Posted inଜାତୀୟ

ମୁଁ ଆଜି ବହୁତ ଖୁସି: ପୁଅ ମୁଖ୍ୟମନ୍ତ୍ରୀ ହେବାପରେ ମା’ କହିଲେ ମନର କଥା

ନୂଆଦିଲ୍ଲୀ,୧୦।୧୧: ଛତିଶଗଡରେ ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ଆଦିବାସୀ ନେତା ବିଷ୍ଣୁଦେଓ ସାଏ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ରବିବାର ରାୟପୁରରେ ଦଳର ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ଦଳର ନୂତନ ନିର୍ବାଚିତ ବିଧାୟକମାନେ ସାଏଙ୍କୁ ସେମାନଙ୍କର ନେତା ଭାବରେ ମନୋନୀତ କରିଥିଲେ। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସାଏ ସୁରଗୁଜା ଡିଭିଜନର କୁଙ୍କୁରୀ ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି।
ବିଷ୍ଣୁଦେଓ ସାଏ ଛତିଶଗଡର ମୁଖ୍ୟମନ୍ତ୍ରୀ ନିଯୁକ୍ତ ହେବା ମା’ ଜସମାନି ଦେବୀ କହିଛନ୍ତି, ମୁଁ ଆଜି ବହୁତ ଖୁସି। ଆଜି ମୋ ପୁଅ ଛତିଶଗଡର ସେବା କରିବାର ସୁଯୋଗ ପାଇଛି।
ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହେବା ପରେ ସାଏ କହିଛନ୍ତି, ଜଣେ ମୁଖ୍ୟମନ୍ତ୍ରୀ ଭାବରେ ମୁଁ ସରକାରଙ୍କ ମାଧ୍ୟମରେ ମୋଦିଙ୍କ ଗ୍ୟାରେଣ୍ଟି ପୂରଣ କରିବାକୁ ଚେଷ୍ଟା କରିବି। ରାଜ୍ୟରେ ୧୮ ଲକ୍ଷ ଘର ମଞ୍ଜୁର କରିବା (ପ୍ରଧାନମନ୍ତ୍ରୀ ଆୱାସ ଯୋଜନା ଅଧୀନରେ) ତାଙ୍କ ସରକାରଙ୍କ ପ୍ରଥମ କାର୍ଯ୍ୟ ହେବ ବୋଲି ସେ କହିଛନ୍ତି।
ଛତିଶଗଡ ବିଧାନସଭା ନିର୍ବାଚନରେ ଭାଜପା ୯୦ଟି ସିଟ ମଧ୍ୟରୁ ୫୪ଟି ଜିତିଛି। ୨୦୧୮ରେ ଗତ ନିର୍ବାଚନରେ ୬୮ଟି ଆସନ ଜିତିଥିବା କଂଗ୍ରେସ ଏଥର ୩୫ଟି ଆସନକୁ ଖସିପାଇଛି। ଗୋଣ୍ଡୱାନା ଗଣତନ୍ତ୍ର ପାର୍ଟି (ଜିଜିପି) ରାଜ୍ୟରେ ଗୋଟିଏ ଆସନ ଜିତିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri