Posted inଜାତୀୟ

ଖାର୍ଗେଙ୍କ ଗୋଟିଏ କଥା ଶୁଣି ମୁଁ ବହୁତ ଖୁସି; କାହିଁକି ସଂସଦରେ ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୭।୨ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ୍‌ ପ୍ରସ୍ତାବର ଜବାବ ଦେଇଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଟାର୍ଗେଟ୍‌ କରିଛନ୍ତି। କିନ୍ତୁ ସେ ଏପରି ବିବୃତ୍ତି ଦେଇଛନ୍ତି ଯାହା ପରେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ସ୍ମୃତି ପୁଣି ସତେଜ ହୋଇଛି।ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୋତେ ଗୋଟିଏ କଥା ଶୁଣି ଖୁସି ଲାଗୁଛି ସେ (ମଲ୍ଲିକାର୍ଜୁନ ଖାର୍ଜ) ୪୦୦ ସିଟ ଆଣିବାକୁ ଏନଡିଏକୁ ଆଶୀର୍ବାଦ ଦେଇଛନ୍ତି ଏବଂ ଆପଣଙ୍କ ଆଶୀର୍ବାଦ ମୋ ନଜରରେ ଅଛି। ପ୍ରଧାନମନ୍ତ୍ରୀ ମୋଦି ଏହା ଉଲ୍ଲେଖ କରିବା ମାତ୍ରେ ୨୦୧୯ ଲୋକ ସଭା ନିର୍ବାଚନ ପୂର୍ବରୁ ଶେଷ ଅଧିବେଶନର ସ୍ମୃତି ଲୋକଙ୍କ ମନକୁ ଆସିଛି।
ସେତେବେଳେ ନେତାଜୀ କହିଥିଲେ, ପ୍ରଧାନମନ୍ତ୍ରୀ ସର୍ବଦା ସମସ୍ତଙ୍କୁ ଖୁସି କରିବାକୁ ଚେଷ୍ଟା କରିଛନ୍ତି। ସମ୍ମାନିତ ସଦସ୍ୟମାନଙ୍କ ବିଷୟରେ, ମୁଁ ଚାହୁଁଛି ଯେ ସମସ୍ତ ସମ୍ମାନଜନକ ସଦସ୍ୟ ପୁନର୍ବାର ବିଜୟୀ ହୁଅନ୍ତୁ। ମୁଁ ମଧ୍ୟ ଚାହୁଁଛି ଯେ, ଆମେ ଏତେ ସଂଖ୍ୟାଗରିଷ୍ଠତା ସହିତ ଆସିପାରିବୁ ନାହିଁ, ପ୍ରଧାନମନ୍ତ୍ରୀ ଜୀ ଆପଣ ପୁଣିଥରେ ପ୍ରଧାନମନ୍ତ୍ରୀ ହେବା ଉଚିତ୍‌।
ଏହାପୂର୍ବରୁ ସୋମବାର ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତିଙ୍କ ସମ୍ବୋଧନରେ ଲୋକ ସଭାକୁ ସମ୍ବୋଧିତ କରିଥିଲେ। ସଂସଦର ବଜେଟ ଅଧିବେଶନକୁ ଗୋଟିଏ ଦିନ ବୃଦ୍ଧି କରାଯାଇଛି। ସଂସଦର ପ୍ରକ୍ରିୟା ବର୍ତ୍ତମାନ ୯ ଫେବୃଆରୀ ପରିବର୍ତ୍ତେ ୧୦ ଫେବୃଆରୀ ପର୍ଯ୍ୟନ୍ତ ଜାରି ରହିବ। ଏହାକୁ ଲୋକ ସଭା ବାଚସ୍ପତି ଓମ ବିର୍ଲା ଘୋଷଣା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ସହାୟକଙ୍କ ଘରୁ ୩୦ କୋଟି ଜବତ

ରାଞ୍ଚି,୬ା୫ : ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର...

କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବିରୋଧରେ ଏନଆଇଏ ତଦନ୍ତ ପାଇଁ...

ଭାଙ୍ଗିବ ସବୁ ରେକର୍ଡ! ଅମିତ ଶାହାଙ୍କ ପାଇଁ ଭାଜପା ରଖିଲା ବଡ ଟାର୍ଗେଟ

ନୂଆଦିଲ୍ଲୀ,୬।୫: ଚଳିତ ଲୋକ ସଭା ନିର୍ବାଚନ ୨୦୨୪ ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ପାରମ୍ପାରିକ ଆସନ ଗାନ୍ଧୀ ନଗରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି।...

ସୁନା, ରୂପା ନୁହେଁ ଚୋରି ହେଲା ୭୦ ୟୁନିଟ ପ୍ଲାଜମା

ଜୟପୁର,୬।୫: ରାଜଧାନୀ ଜୟପୁରରେ ଅବସ୍ଥିତ ଜେ.କେ ଲନ ହସ୍ପିଟାଲରୁ ୭୦ ୟୁନିଟ ପ୍ଲାଜମା ଚୋରି ହୋଇଛି। ପ୍ଲାଜମା ଚୋରି ଘଟଣା ସାମ୍ନାକୁ ଆସିବା ମାତ୍ରେ ଡାକ୍ତରଖାନା...

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପୁଞ୍ଚ ଆକ୍ରମଣରେ ସାମିଲ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ଜାରି

ଶ୍ରୀନଗର,୬।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କ ଉପରେ ୨୦ ଲକ୍ଷ...

ପାକ କରିବ ଆଟମ ବମ ବର୍ଷା, ରାଜନାଥଙ୍କ ବୟାନ ପରେ ଏମିତି କହିଲେ ଫାରୁକ

ନୂଆଦିଲ୍ଲୀ,୬।୫: ଭାରତ ସହିତ କଶ୍ମୀର ଦଖଲ କରିଥିବା ପାକିସ୍ତାନର ଏକୀକରଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ଜମ୍ମୁ...

ବଲ ଭାବି ଉଠାଇ ନେଲେ ବୋମା, ବିସ୍ଫୋରଣରେ ଜଣେ ଶିଶୁ ମୃତ, ୩ ଆହତ

କୋଲକାତା,୬।୫: ସୋମବାର ପଶ୍ଚିମବଙ୍ଗର ହୁଗଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହୁଗୁଲିର ପାଣ୍ଡୁଆରେ ହୋଇଥିବା ବିସ୍ଫୋରଣରେ ଜଣେ ଶିଶୁଙ୍କର ମତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତିନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri