ଶାଶୁ ଶ୍ୱଶୁରଙ୍କୁ ନେଇ ଗର୍ବ କରେ: ଋଷି ସୁନକ

ଇଂଲଣ୍ଡ,୭।୯: ଭାରତୀୟ ଭାବେ ନିଜକୁ ଗର୍ବିତ ଅନୁଭବ କରେ ବୋଲି କହିଛନ୍ତି ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକ। ସେ କହିଛନ୍ତ, ଯେତେବେଳେ ସେ ତାଙ୍କ ଶାଶୁ ଶ୍ୱଶୁରଙ୍କୁ ଭେଟନ୍ତି କିମ୍ବା ତାଙ୍କ ସହ ଡିନର କରନ୍ତି ସେମାନେ କେବେ ରାଜନୀତି କିମ୍ବା ବ୍ରିଟେନର ବିଷୟରେ ଆଲୋଚନା କରନ୍ତି ନାହିଁ, ବରଂ କ୍ରିକେଟ ବିଷୟରେ କଥାବାର୍ତ୍ତା କରନ୍ତି। ମୁଁ ରାଜନୀତି ଠାରୁ ପରିବାରକୁ ଦୂରେଇ ରଖେ। ଯେତେବେଳେ କ୍ରିକେଟ କଥା ଆସେ, ତାଙ୍କ ଝିଅ ଭାରତକୁ ସମର୍ଥନ କରନ୍ତି ଏବଂ ଫୁଟବଲ କଥା ହେଲେ ସେ ବ୍ରିଟେନକୁ ସମର୍ଥନ କରନ୍ତି। ସେ ଶାଶୁ ଶଶ୍ୱରଙ୍କୁ ନେଇ ଗର୍ବ ଅନୁଭବ କରନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?