‘ଗରିବଙ୍କୁ ନ୍ୟାୟ ଦେବା ପାଇଁ ରାତି ଅଧ ଯାଏ କୋର୍ଟରେ ବସିପାରିବି’

ନୂଆଦିଲ୍ଲୀ,୨୯ା୧୧: ମୋକଦ୍ଦମାର ଗରିବ ପକ୍ଷଙ୍କୁ ନ୍ୟାୟ ଦେବା ତାଙ୍କର ପ୍ରାଥମିକତା ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟକାନ୍ତ କହିଛନ୍ତି। ଗରିବଙ୍କୁ ନ୍ୟାୟ ଦେବା ନିମନ୍ତେ ସେ ରାତି ଅଧ ଯାଏ କୋର୍ଟରେ ବସିପାରିବେ। କେନ୍ଦ୍ର ସରକାର ଏବଂ ଅନ୍ୟମାନଙ୍କ ବିରୋଧରେ ତିଲକ ସିଂ ଡାଙ୍ଗି ନାମକ ବ୍ୟକ୍ତି ଦାଏର କରିଥିବା ପିଟିଶନ୍‌କୁ ଖାରଜ କରିଦେବା ଅବସରରେ ସିଜେଆଇ ଏହା କହିଛନ୍ତି। ଖଣ୍ଡପୀଠରେ ତାଙ୍କ ସହ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀ ଥିଲେ।

ସିଜେଆଇ କହିଛନ୍ତି, ତାଙ୍କ କୋର୍ଟରେ ବିଳାସପୂର୍ଣ୍ଣ ମୋକଦ୍ଦମାର ସ୍ଥାନ ନାହିଁ। ଶେଷ ଧାଡ଼ିରେ ଥିବା ସବୁଠୁ ଗରିବ ପକ୍ଷଙ୍କ ପାଇଁ ସେ ଏଠାରେ ବସିଛନ୍ତି ଓ ଆବଶ୍ୟକ ପଡ଼ିଲେ ସେମାନଙ୍କ ପାଇଁ ମଧ୍ୟରାତ୍ର ପର୍ଯ୍ୟନ୍ତ ବସିବେ।

ସୂଚନାଯୋଗ୍ୟ, ଗତ ୨୪ ତାରିଖରେ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ୫୩ତମ ସିଜେଆଇ ଭାବେ ଶପଥ ନେଇଥିଲେ। ସେ ୨୦୨୭ ଫେବୃଆରୀ ୯ ପର୍ଯ୍ୟନ୍ତ ଏହି ପଦବୀରେ ରହିବେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ ପ୍ରତିବାଦରେ ରାହୁଲ-ପ୍ରିୟଙ୍କା ଗାନ୍ଧୀଙ୍କ ପଦଯାତ୍ରା, ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ପହଞ୍ଚି…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିନିଧୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ମଧ୍ୟରେ ସୋମବାର ଏକ ସାକ୍ଷାତ ହୋଇଛି। ସୂତ୍ରରୁ ଜଣାପଡିଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri