Posted inଜାତୀୟ

ବିଶ୍ୱାସ ନ ଥିଲା ମୋ ପୁଅଙ୍କୁ କରିବେ ରାଜ୍ୟ ସଭାପତି: ୟେଦୁରପ୍ପା…

ବେଙ୍ଗାଲୁରୁ,୧୧।୧୧ : କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି (ଭାଜପନ) ନେତା ବିଏସ ୟେଦୁରପ୍ପା ଶନିବାର କହିଛନ୍ତି ଦଳର ନେତାମାନେ ତାଙ୍କ ପୁଅ ବିଜୟେନ୍ଦ୍ରଙ୍କୁ ରାଜ୍ୟ ୟୁନିଟର ନୂତନ ସଭାପତି ଭାବରେ ବାଛିବେ ବୋଲି ମୁଁ କେବେ ଆଶା କର ନ ଥିଲି। ସେ କହିଛନ୍ତି, ’ମୁଁ କେବେ ଆଶା କରି ନ ଥିଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ମୁଖ୍ୟ ଜେପି ନଡ୍ଡା ଏହି ନିଷ୍ପତ୍ତି ନେବେ। ସେମାନେ ବିଜୟନ୍ଦ୍ରଙ୍କୁ ପାର୍ଟିରେ କାମ କରିବାକୁ ଅନୁମତି ଦେଇଛନ୍ତି। ଆମର ଏକମାତ୍ର ଲକ୍ଷ୍ୟ ହେଉଛି କର୍ନାଟକରେ ଅତି କମରେ ୨୫ଟି ଲୋକସଭା ଆସନ ଜିତିବା। ଅମେକୁ ସମସ୍ତଙ୍କୁ ଏକାଠି କରିବାକୁ ପଡିବ। ଆମେ କଠିନ ପରିଶ୍ରମ କରିବୁ ।

ଭାଜପାର ନେତା ତଥା ଏହାର ସହଯୋଗୀ ଜନତା ଦଳ (ଧର୍ମନିରପେକ୍ଷ) ବିଜୟନ୍ଦ୍ରଙ୍କୁ ତାଙ୍କର ପଦୋନ୍ନତି ପାଇଁ ଅଭିନନ୍ଦନ ଜଣାଇଥିବାରୁ କଂଗ୍ରେସ ଏହାକୁ ବଂଶବାଦ ରାଜନୀତି କହି କଡ଼ା ସମାଲୋଚନା କରିଛି।

ତେବେ ବିଧାନସଭା ନିର୍ବାଚନରେ ବିଜୟନ୍ଦ୍ର ଏକ ପ୍ରମୁଖ ଭୂମିକା ଗ୍ରହଣ କରିବାର ସମ୍ଭାବନା ରହିଛି ବୋଲି ଚର୍ଚ୍ଚା ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା…

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ…

ଆତ୍ମସମର୍ପଣ କରିବ ଇରାନ: ରାଷ୍ଟ୍ରପତି ଟ୍ରମ୍ପଙ୍କ ସାହସିକ ଦାବି

ଓ୍ବାଶିଂଟନ୍‌,୧୩।୩:ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ G7 ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ଏହି ବୈଠକ ସମୟରେ ଇରାନ ଏବେ ଆତ୍ମସମର୍ପଣ କରିବାକୁ ଯାଉଛି। ଇରାନର…

‘IPL ଖେଳିବା ଛାଡିଦେବେ…’,ଧୋନିଙ୍କ ଅବସରକୁ ନେଇ ବଡ଼ ଭବିଷ୍ୟବାଣୀ, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୩।୩: ୨୦୨୬ IPL ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ (ଆରସିବି ବନାମ ଏସଆରଏଚ) ମଧ୍ୟରେ…

ପେଟ୍ରୋଲ, ଗ୍ୟାସକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ କହିଲେ…

ନୂଆଦିଲ୍ଲୀ,୧୩।୩: ଏଣିକି ପେଟ୍ରେଲ୍‌ ଏବଂ ଗ୍ୟାସ କଳାବଜାର କରୁଥିଲେ ହୋଇଯାନ୍ତୁ ସାବଧାନ। ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଳାବଜାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି,ପେଟ୍ରୋଲିୟମ…

ଚପଲ ଭିତରେ ଛକିଥିଲା ସାପ, ମାରିଲା ଚୋଟ: ପରୀକ୍ଷାର ଶେଷ ଦିନରେ ଘଟିଗଲା..

ପୁରୁଷୋତ୍ତମପୁର,୧୩।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଶୋଳଘର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛତ। ଶୁକ୍ରବାର ସାପ କାମୁଡି ଜଣେ ଚତୁର୍ଥ ଶ୍ରେଣୀ…

ସୋନିଆ-ରାହୁଲଙ୍କ ଉପରେ ଝୁଲୁଛି ଖଣ୍ଡା: ଗୋଟିଏ ଝଟ୍‌କାରେ ହରାଇପାରନ୍ତି ସଦସ୍ୟତା

ନୂଆଦିଲ୍ଲୀ,୧୩।୩: ନେହେରୁ-ଗାନ୍ଧୀ ପରିବାର ଉପରେ ଆଇନଗତ ଖଣ୍ଡା ଝୁଲୁଛି। ଦୁଇଟି ପୃଥକ ମାମଲା ଗୋଟିଏ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରେ ଏବଂ ଅନ୍ୟଟି ଲକ୍ଷ୍ନୌ ହାଇକୋର୍ଟରେ ଚାଲିଛି।…

କାହିଁକି ଜଣେ ପାକିସ୍ତାନୀ ଖେଳାଳିଙ୍କୁ କିଣିଲା କାବ୍ୟା ମାରାନଙ୍କ ଦଳ? SRH କୋଚ ନିଜେ ପ୍ରକାଶ କଲେ ସମ୍ପୂର୍ଣ୍ଣ ସତ୍ୟ

ନୂଆଦିଲ୍ଲୀ,୧୩।୩: ଦି ହଣ୍ଡ୍ରେଡ ଲିଗ ନିଲାମରେ ପାକିସ୍ତାନୀ ଖେଳାଳି ଅବରାର ଅହମ୍ମଦଙ୍କୁ କିଣିବା ପରେ ସନରାଇଜର୍ସ ହାଇଦ୍ରାବାଦ ଫ୍ରାଞ୍ଚାଇଜ ଉପରେ ନଜର ରଖାଯାଇଛି। ସନରାଇଜର୍ସ ଲିଡ୍ସ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri