ଜଲଓ୍ବା ଦେଖାଇଲେ ନୀଳନୟନା: ମୋହିତ ପ୍ରଶଂସକ

ବଲିଉଡର ନୀଳନୟନା ଐଶ୍ୱର୍ଯ୍ୟା ରାୟ। ବଲିଉଡ୍‌ର ହଲିଉଡ ଯାଏ, ସବୁଠି ତାଙ୍କ ଜଲଓ୍ବା। ଇଏ ଏମିତି ଜଣେ ନାୟିକା, ଯିଏ ତାଙ୍କ ପର୍ସନାଲ ଏବଂ ପ୍ରଫେସନାଲ ଲାଇଫ୍‌କୁ ଖୁବ ସୁନ୍ଦର ଭାବେ ସମ୍ଭାଳିଛନ୍ତି। ବୟସ ବଢ଼ିବା ପରେ ମଧ୍ୟ ନିଜର ସୌନ୍ଦର୍ଯ୍ୟରେ ସମସ୍ତଙ୍କୁ ପଛରେ ପକାଇ ଚାଲିଛନ୍ତି। ନିକଟରେ ସେ ସାଉଦି ଆରବର ରେଡ ସି ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ୨୦୨୫ରେ ଭାଗ ନେଇଥିଲେ। ଏଠାରେ ସେ ନିଜର ଆକର୍ଷଣରେ ସମସ୍ତଙ୍କୁ ମୋହିତ କରିଥିଲେ।

ଐଶ୍ୱର୍ଯ୍ୟା ଏହି ଇଭେଣ୍ଟ ପାଇଁ ଏକ ସୁନ୍ଦର କଳା ଗାଉନ ବାଛିଥିଲେ। ହାଲୁକା ମେକଅପ ସହିତ ସେ ତାଙ୍କ ସୌନ୍ଦର୍ଯ୍ୟକୁ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଐଶ୍‌ ତାଙ୍କ କ୍ୟାରିଅର ବିଷୟରେ ଖୋଲାଖୋଲି କହିଥିଲେ। ମୁଁ କେବେ ଅସୁରକ୍ଷିତ ଅନୁଭବ କରେ ନାହିଁ। ଏହା ମୋ ବ୍ୟକ୍ତିତ୍ୱର ଏକ ପ୍ରକୃତ ଅଂଶ। ଲୋକମାନେ ସବୁ ପ୍ରକାରର କଥା କହି ତୁମର ନିଷ୍ପତ୍ତିକୁ ପ୍ରଭାବିତ କରିବାକୁ ଚେଷ୍ଟା କରନ୍ତି, କିନ୍ତୁ ଅସୁରକ୍ଷିତତା କେବେବି ମୋ ନିଷ୍ପତ୍ତିରେ ଏକ କାରଣ ହୋଇନାହିଁ। ମୁଁ ଏକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରୁ ଆସି ଆଜି ଏଠାରେ ପହଞ୍ଚିଛି। ମୁଁ କେବଳ ଭଲ ଫିଲ୍ମର ଏକ ଅଂଶ ହେବାକୁ ଚାହୁଁଛି ବୋଲି କହିଛନ୍ତି ନୀଳନୟନା।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?