Posted inଜାତୀୟ

‘ବାବା କେଦାରନାଥଙ୍କ ଦର୍ଶନ ଅନୁଭୂତି ବର୍ଣ୍ଣନା ପାଇଁ ମୋ ପାଖରେ ଭାଷା ନାହିଁ’

ଡେରାଡୁନ,୫।୧୧: ଦେଶର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଆରମ୍ଭ କରି ଦେଇଛନ୍ତି କେନ୍ଦ୍ର ସରକାର। ଶୁକ୍ରବାର ଉତ୍ତରାଖଣ୍ଡ ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମେ କେଦାରନାଥଙ୍କୁ ଦର୍ଶନ କରିଛନ୍ତି ମୋଦି । ସେଠାରେ ୧୩୦ କୋଟି ଟଙ୍କା ମୂଲ୍ୟରେ ନିର୍ମାଣ ହୋଇଥିବା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

ଏହା ପରେ ମୋଦି ଏକ ସାଧାରଣ ସଭାକୁ ମଧ୍ୟ ସମ୍ବୋଧନ କରି କହିଛନ୍ତି ଯେ, ଆମର ଏହି ମହାନ ଦେଶର ପ୍ରାଚୀନ କାଳରୁ ଋଷି ପରମ୍ପରା ରହି ଆସିଛି। ଭାରତରେ କୋଣ ଅନୁକୋଣରୁ ଆଧ୍ୟାତ୍ମିକତା ବାର୍ତ୍ତା ପ୍ରଚାର କରୁଛନ୍ତି। ମହାନ ସନ୍ଥ ପରମ୍ପରା ସହ ଜଡିତ ସମସ୍ତଙ୍କର ଆଶୀର୍ବାଦ କାମନା କରୁଛୁ । ବାବା କେଦାରନାଥଙ୍କ ଦର୍ଶନ ଅନୁଭୂତି ବର୍ଣ୍ଣନା ପାଇଁ ମୋ ପାଖରେ ଭାଷା ନାହିଁ ବୋଲି ସେ କହିଛନ୍ତି। ଆଗକୁ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ହେବ । ଏହାପୂର୍ବରୁ ମୋଦିଙ୍କ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ବେଶ୍‌ ଗୁରୁତ୍ୱ ବହନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ବିଚାରପତି ଭଗବାନ୍‌ ନୁହନ୍ତି

ସାଧାରଣରେ ଲୋକେ କହିଥାଆନ୍ତି, ବିଚାର କୋର୍ଟରେ ହେବ। ଅର୍ଥାତ୍‌ କୌଣସି ବିବାଦ ଦେଖାଦେଲେ ଅଦାଲତ ଉପରେ ଜନସାଧାରଣଙ୍କ ଭରସା ଥିଲା। ଏବେ ଏକ ଭିନ୍ନ ଚିତ୍ର ଦେଖିବାକୁ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri