କାହା ସହ ଟାଇମ୍‌ ପାସ୍‌ କରିବାକୁ ଚାହୁଁନାହିଁ, କହିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁ ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ହସିନ ଦିଲ୍‌ରୁବା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ତାପସୀ ଏବେ ତାଙ୍କ ବିବାହ ଏବଂ ଜୀବନସାଥୀ ବିଷୟରେ ଖୁଲାସା କରିଛନ୍ତି। ମୁଁ ଏପରି ବ୍ୟକ୍ତିଙ୍କୁ ବିବାହ କରିବି ନାହିଁ, ଯାହାଙ୍କ ସହ ମୋର ମାତାପିତାଙ୍କର ଭଲ ସମ୍ପର୍କ ନଥିବ। ଯାହାକୁ ମୁଁ ବିବାହ କରିବି କିମ୍ବା ବିବାହ କରିବାକୁ ଚିନ୍ତା କରିଛି, ତାକୁ ନେଇ ମୁଁ ଗମ୍ଭୀର ଅଛି। ଯଦି ବିବାହର ସମ୍ଭାବନା ଅଛି, ତେବେ ମୁଁ ମୋର ସମୟ ସେହି ବ୍ୟକ୍ତିଙ୍କ ଉପରେ ବିତାଇବାକୁ ଚାହିଁବି। ମୁଁ କାହା ସହିତ ଟାଇମ୍‌ ପାସ୍‌ ପାଇଁ ସମ୍ପର୍କ ସ୍ଥାପନ କରିବାକୁ ଚାହୁଁନାହିଁ । ଏହି କାରଣରୁ ମୋର ମାତାପିତା ତୁ ଯାହାକୁ ବିବାହ କରୁଛୁ କର କିନ୍ତୁ ଶୀଘ୍ର କର ବୋଲି ତାପସୀ କହିଛନ୍ତି। ତାପସୀ ବ୍ୟାଡମିଣ୍ଟନ ଖେଳାଳି ତଥା କୋଚ ମାଥିଆସ ବୋଙ୍କୁ ଡେଟ କରୁଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ ଆୟକର ବିଭାଗ ତାଙ୍କ ଘରେ ଚଢାଉ କରିବା ପରେ ତାଙ୍କୁ ମାଥିଆସଙ୍କ ସମର୍ଥନ ମିଳିଥିଲା।

ତାପସୀ ଖୁବଶୀଘ୍ର ଅଜୟ ବହଲଙ୍କ ଥ୍ରୀଲର ଫିଲ୍ମର ଶୁଟିଂ ଆରମ୍ଭ କରିବେ। ଏହି ଫିଲ୍ମର ଶୁଟିଂ ଉତ୍ତରଖଣ୍ଡରେ କରାଯିବ। ଏହା ବ୍ୟତୀତ ଖୁବ ଶୀଘ୍ର ତାପସୀ କ୍ରିକେଟର ମିତାଲି ରାଜଙ୍କ ବାୟୋପିକରେ ନଜର ଆସିବେ। ଶ୍ରୀଜିତ ମୁଖାର୍ଜୀ ଏହି ଫିଲ୍ମର ନିର୍ଦ୍ଦେଶନା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଶନିଙ୍କ ବକ୍ରୀ ଚଳନ: ୩ ରାଶି ପାଇଁ ଅକ୍ଟୋବରରେ କଠିନ ସମୟ! ପାଖରୁ ପଳାଇବ ଟଙ୍କା, ଘରକୁ ଆସିବ ଖରାପ ଖବର!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷରେ ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟର ଦେବତା ଭାବେ ବିବେଚନା କରାଯାଏ। ଶନିଙ୍କ ଚଳନରେ ପରିବର୍ତ୍ତନ ହେଲେ ଏହା ସମସ୍ତ ରାଶି ଉପରେ ପ୍ରଭାବ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?