Advertisement

ବାପାଙ୍କ କାମକୁ ଦେଖି ମୋତେ ଟିକେଟ୍‌ ମିଳିଛି : ବର୍ଷା ବରିହା

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ବର୍ଷା ସିଂ ବରିହାଙ୍କ ନାମ ବିଜେଡି ସୋମବାର ଘୋଷଣା କରିଛି। ତେବେ ନାଁ ଘୋଷଣା ହେବା ପରେ ବର୍ଷା ବରିହା ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବାପାଙ୍କ କାମକୁ ଦେଖି ମୋତେ ଟିକେଟ୍‌ ମିଳିଛି। ପରିବାରୁ ଯିଏ ବି ଟିକେଟ୍‌ ପାଇଥିଲେ ମୁଁ ଖୁସି ହୋଇଥାନ୍ତି। ମୋ ଉପରେ ବିଶ୍ୱାସ ଏବଂ ଭରସା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛି। ପିଲାବେଳୁ ବାପାଙ୍କଠାରୁ ବହୁତ କିଛି ଦେଖିଛି ଓ ଶିଖିଛି। ବାପାଙ୍କଠାରୁ ଯାହା ଶିଖିଛି ସେଥିରେ ଲୋକଙ୍କ କାମ କରିବି। ସର୍ବ ପ୍ରଥମେ ମହିଳା ସଶକ୍ତୀକରଣକୁ ଗୁରୁତ୍ୱ ଦେବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ବିଧାନସଭା ଅଧିବେଶନ

ଭୁବନେଶ୍ବର,୨।୭(ବ୍ୟୁରୋ): ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଦିବଙ୍ଗତ ପୂର୍ବତନ ବିଧାୟକ...

ଶ୍ରଦ୍ଧାଙ୍କୁ ‘ମିସେସ୍‌ ଇଣ୍ଡିଆ ନୟନତାରା’ ଟାଇଟଲ୍‌

ଭୁବନେଶ୍ୱର, ୧୫। ୮(ବ୍ୟୁରୋ):‘ମିସ୍‌ ଇଣ୍ଡିଆ ନୟନତାରା’ର ଅପୂର୍ବ ସଫଳତା ପରେ ଏସ୍‌ଜେ ପ୍ରଡକ୍ସନ ହାଉସ୍‌ ପକ୍ଷରୁ ଅନ୍‌ଲାଇନ୍‌ରେ ଚାଲିଥିବା ‘ମିସେସ୍‌ ଇଣ୍ଡିଆ ନୟନତାରା’ ପ୍ରତିଯୋଗିତାର ଗ୍ରାଣ୍ଡ୍‌...

୧୭ ବର୍ଷରେ ୨୦୫୦ ସଂକ୍ରମିତ

ଅନୁଗୋଳ ଅଫିସ, ୧ା୧୨ ସଞ୍ଜମ ଓ ସତର୍କତା ଅବଲମ୍ବନ ଦ୍ୱାରା ଏଡ୍‌ସକୁ ରୋକିହେବ। ନିଜେ ସଚେତନ ହୋଇ ଅନ୍ୟମାନଙ୍କୁ ସଚେତନ କରିପାରିଲେ ଜିଲା ଏଡ୍‌ସ ମୁକ୍ତ...

ଶିଳ୍ପୀ ସମ୍ବର୍ଦ୍ଧନାରେ ଅବହେଳା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ):  ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ଧର୍ମପଦ ପୁରସ୍କାର ସହ ଶିଳ୍ପୀ ସମ୍ବର୍ଦ୍ଧନା ପ୍ରଦାନ...

ମିଲରଙ୍କଠାରୁ ଚାଉଳ ସଂଗ୍ରହରେ ମୁନମୁଖି କାର୍ଯ୍ୟ: ତଦନ୍ତ ନିର୍ଦ୍ଦେଶ ଦେଲେ ସିସିଆଇ

କଟକ ଅଫିସ, ୨୩ା୧୧: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ମନମୁଖି କାର୍ଯ୍ୟର ତଦନ୍ତ ପାଇଁ...

ରାଜଧାନୀର ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଘୋଷଣା

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀର ଆଉ ୬ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । କୋଭିଡ୍‌ ସଂକ୍ରମଣ ବଢୁଥିବାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ...

ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ନାତକ(ୟୁଜି) ପାଠ୍ୟକ୍ରମରେ ୨୦୨୨-୨୩ ବର୍ଷ ଲାଗି ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାରଠାରୁ ସାମ୍ସ ପୋର୍ଟାଲ...

ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ,୧୨ା୧୧: ରାଜ୍ୟରେ ଅନିୟନ୍ତ୍ରିତ ହାତୀମୃତ୍ୟୁ ରୋକିବା ପାଇଁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦିଗରେ ପୋଲିସ ଓ ବନ ବିଭାଗର ମିଳିତ ଭାବେ ଏକ...

Advertisement
Archives

Model This Week