Posted inଜାତୀୟ

ମୁଁ ୫ ଜଣଙ୍କୁ ମାରିଛି

ଜୟପୁର,୨୨ା୮: ରାଜସ୍ଥାନର ଜଣେ ଭାଜପା ନେତା ୫ ଗୋଚାଲାଣକାରୀଙ୍କୁ ହତ୍ୟା କରିଥିବା କହିଛନ୍ତି। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହେବା ପରେ ପୋଲିସ ମାମଲା ରୁଜୁ କରିଛି। ଅଲଓ୍ବରର ପୂର୍ବତନ ବିଧାୟକ ଜ୍ଞାନଦେବ ଆହୁଜା ଏକ ସାମ୍ପ୍ରଦାୟିକ ହିଂସାରେ ପ୍ରାଣ ହରାଇଥିବା ଚିରନ୍‌ଜୀଲାଲଙ୍କ ପରିବାରକୁ ଭେଟିବା ପାଇଁ ଶୁକ୍ରବାର ଗୋବିନ୍ଦଗଡ଼କୁ ଯାଇଥିଲେ।

ସେଠାରେ ତାଙ୍କ ନିକଟରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ସେ କହିଥିଲେ, ପଣ୍ଡିତଜୀ, ବର୍ତ୍ତମାନ ସୁଦ୍ଧା ଲାଲଓ୍ବଣ୍ଡି ଓ ବେହରୋରରେ ମୁଁ ୫ ଜଣଙ୍କୁ ମାରିଛି। କିନ୍ତୁ ଏହି ଅଞ୍ଚଳରେ ପ୍ରଥମ ଥର ପାଇଁ ସେମାନେ ଜଣକୁ ହତ୍ୟା କରିଛନ୍ତି। ସେମାନଙ୍କୁ ମାରିବା ପାଇଁ ମୁଁ କର୍ମୀମାନଙ୍କୁ ମୁକୁଳା ଛାଡ଼ିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି-ମୋରିସନ୍‌ ଭର୍ଚୁଆଲ୍‌ ଶିଖର ସମ୍ମିଳନୀ

ନୂଆଦିଲ୍ଲୀ, ୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରତିପକ୍ଷ ସ୍କଟ୍‌ ମୋରିସନ୍‌ଙ୍କ ମଧ୍ୟରେ ଭର୍ଚୁଆଲ୍‌ ଶିଖର ସମ୍ମିଳନୀ ଗୁରୁବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ...

ଧନ୍ୟବାଦ ଦେଲେ ମୋଦି

ନୂଆଦିଲ୍ଲୀ,୨୫-୧୦:ମହାରାଷ୍ଟ୍ର ଓ ହରିୟାଣା ନିର୍ବାଚନ ଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇରାଜ୍ୟର ମତଦାତାଙ୍କୁ ଧନ୍ୟବାଦ ଦେଇଛନ୍ତି। ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଏକ ସଭାକୁ...

ଭାଜପା ନେତ୍ରୀ ସୀମା ପାତ୍ର ଗିରଫ

ନୂଆଦିଲ୍ଲୀ,୧।୯: ଘରୋଇ ସହାୟିକାଙ୍କୁ ମାଡ଼ ମାରିବା ସହ ନିର୍ଯାତନା ଦେବା ଅଭିଯୋଗରେ ବୁଧବାର ଗିରଫ ହୋଇଥିବା ଭାଜପା ନେତ୍ରୀ ସୀମା ପାତ୍ରଙ୍କୁ ୧୪ ଦିନ ପାଇଁ...

ଶିନ୍ଦେ ଶିବିରରେ ୧୨ ରାଜ୍ୟର ଶିବସେନା ମୁଖ୍ୟ

ମୁମ୍ବାଇ,୧୭।୯: ଶିବସେନା କାହାର ଏହାକୁ ନେଇ ସର୍ବୋଚ୍ଚ ଅଦାଲତରେ ମାମଲା ବିଚାରାଧୀନ ଥିବାବେଳେ ୧୫ ରାଜ୍ୟର ଶିବସେନା ସଭାପତିଙ୍କ ମଧ୍ୟରୁ ୧୨ ଜଣ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ...

୮ ଦିନରେ ୫ କଏଦୀଙ୍କ ମୃତ୍ୟୁ, ଚିନ୍ତାରେ ପ୍ରଶାସନ…

ତିହାର, ୨୫।୧୨: ଦିଲ୍ଲୀର ତିହାର ଜେଲ୍‌ରେ ଗତ ୮ ଦିନ ମଧ୍ୟରେ ୫ ଜଣ କଏଦୀଙ୍କ ମୃତ୍ୟୁ ଘଟିଛି। ଏନେଇ ଜେଲ ପ୍ରଶାସନଙ୍କ ଚିନ୍ତା ବଢ଼ିବାରେ...

‘୩୭୦ ଉଚ୍ଛେଦ ସପକ୍ଷରେ ଅଧିକାଂଶ କଶ୍ମୀରୀ’

ନୂଆଦିଲ୍ଲୀ, ୮ା୯(ପି.ଟି.): ଜମ୍ମୁ-କଶ୍ମୀରର ଅଧିକାଂଶ ଲୋକ ୩୭୦ ଧାରା ଉଚ୍ଛେଦକୁ ସମର୍ଥନ କରୁଛନ୍ତି ବୋଲି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ୍‌ ଶନିବାର ପ୍ରକାଶ କରିଛନ୍ତି।...

ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ, ୫ କୋଟି ୟୁଜର ପ୍ରଭାବିିତ

ନୂଆଦିଲ୍ଲୀ,୨୭।୧: କୃଷି ଆଇନକୁ ବିରୋଧ କରି ଦିଲ୍ଲୀରେ ଅନ୍ନଦାତା ଏବଂ ପୋଲିସ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀର କେତେକ ଅଞ୍ଚଳରେ ମଙ୍ଗଳବାର...

ମନି ଲଣ୍ଡରିଂ ମାମଲାରେ ସୋନିଆ-ରାହୁଲଙ୍କୁ ଇଡିର ନୋଟିସ

ନୂଆଦିଲ୍ଲୀ,୧।୬: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ନେତା ରାହୁଲ ଗାନ୍ଧୀଙ୍କୁ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଏକ ନୋଟିସ...

Advertisement
Archives

Model This Week