ଟୁଇଟର୍‌କୁ ଫେରିବାକୁ ମୋର ଆଗ୍ରହ ନାହିଁ: ଟ୍ରମ୍ପ

ୱାଶିଂଟନ,୨୧।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋଶିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର୍‌କୁ ଫେରିଛନ୍ତି। ଟ୍ରମ୍ପଙ୍କ ଟୁଇଟର୍‌ ଆକାଉଣ୍ଟ ଆକ୍ଟିଭ୍‌ ହେବା ପରେ ତାଙ୍କ ଫଲୋଅର୍ସ ମଧ୍ୟ ଦ୍ରୁତ ଗତିରେ ବଢୁଛନ୍ତି। କିନ୍ତୁ ଏଥିରେ ଖୁସି ନାହାନ୍ତି ଟ୍ରମ୍ପ। ସେ କହିଛନ୍ତି, ଟୁଇଟର୍‌କୁ ଫେରିବାକୁ କୌଣସି ଆଗ୍ରହ ନାହିଁ। ଟୁଇଟର୍‌ରେ ଏବେ ଅନେକ ନକଲି ଆକାଉଣ୍ଟ ଖୋଲାଯାଉଛି। ମୁଁ ସମ୍ମୁଖୀନ ହୋଇଥିବା ସମସ୍ୟା ଅବିଶ୍ୱସନୀୟ। ତେଣୁ ଆଉ ଟୁଇଟର୍‌କୁ ଆସିବାକୁ ସେତେଟା ଆଗ୍ରାହ ନାହିଁ। ଟ୍ରମ୍ପ ମିଡିଆ ଆଣ୍ଡ ଟେକ୍ନୋଲୋଜି ଗ୍ରୁପ (ଟିଏମଟିଜି) ଷ୍ଟାର୍ଟଅପ ଦ୍ୱାରା ବିକଶିତ ହୋଇଥିବା ‘ଟ୍ରୁଥ ସୋସିଆଲ’ ଆପ ସହିତ ସେ ରହିବେ। ଟୁଇଟର୍‌ ତୁଳନାରେ ଆମର ପ୍ଲାଟଫର୍ମ ବହୁତ ଭଲ ଏବଂ ଅଦ୍ଭୁତପୂର୍ବ କାର୍ଯ୍ୟ କରୁଛି ବୋଲି ଟ୍ରମ୍ପ କହିଛନ୍ତି।
ସୂଚନାଯୋଗ୍ୟ, ଗତବର୍ଷ ଜାନୁଆରୀ ୬ରେ ଯୁକ୍ତରାଷ୍ଟ୍ର ଆମେରିକା କ୍ୟାପିଟଲ ଆକ୍ରମଣ ଘଟଣାରେ ସମ୍ପୃକ୍ତି ଯୋଗୁ ଟ୍ରମ୍ପଙ୍କ ଟୁଇଟର୍‌ ଆକାଉଣ୍ଟ ଡି-ଆକ୍ଟିଭ କରାଯାଇଥିଲା। ୨୦୨୦ ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତି ନିର୍ବାଚନର ଫଳାଫଳକୁ ବାତିଲ କରାଇବା ପାଇଁ ଟ୍ରମ୍ପ୍ଙ୍କ ସମର୍ଥକମାନେ କ୍ୟାପିଟଲ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri