Posted inଜାତୀୟ

ଦିଲ୍ଲୀର ସରକାରୀ ସ୍କୁଲ ଗେଟରେ ଲାଗିଲା ‘ଆଇ ଲଭ ମନିଷ ସିସୋଡିଆ’ ବ୍ୟାନର

ନୂଆଦିଲ୍ଲୀ,୫ ।୩: ଦିଲ୍ଲୀର ଏକ ସରକାରୀ ସ୍କୁଲ ଗେଟରେ ‘ଆଇ ଲଭ ମନିଷ ସିସୋଡିଆ’ ଲେଖାଥିବା ବ୍ୟାନର ଲାଗିବା ଘଟଣାରେ ଦିଲ୍ଲୀ ପୋଲିସ ମାମଲା ଦାୟର କରିଛି । ଶନିବାର ପୂର୍ବୋତ୍ତର ଦିଲ୍ଲୀର ଶାସ୍ତ୍ରୀ ପାର୍କ ଅଞ୍ଚଳରେ ସ୍ଥାନୀୟ ଲୋକେ ବ୍ୟାନର ଲଗା ଘଟଣାକୁ ବିରୋଧ କରିଥିଲେ । ଏହାକୁ ନେଇ ସେମାନେ ପୋଲିସରେ ଅଭିଯୋଗ କରିଥିଲେ । ଏହାପରେ ଶାସ୍ତ୍ରୀ ପାର୍କ ପୋଲିସ ଷ୍ଟେଶନରେ ପିଲ୍ଲୀ ପ୍ରିଭେସନ୍ ଅଫ୍ ଡିଫେସମେଣ୍ଟ ଅଫ୍ ପ୍ରପର୍ଟି ଆକ୍ଟର ଧାରା ଅନୁଯାୟୀ ମାମଲା ରୁଜୁ କରାଯାଇଛି ।
ସ୍ଥାନୀୟ ଲୋକେ କହିଛନ୍ତି ଆମ ଆଦମୀ ପାର୍ଟି(ଏଏପି)ର କେତେଜଣ କର୍ମୀ ମାର୍ଚ୍ଚ ୩ ସକାଳ ପ୍ରାୟ ୮ଟା ୩୦ରେ ଶାସ୍ତ୍ରୀ ନଗର ଅଞ୍ଚଳରେ ଥିବା ସରକାରୀ ସ୍ତୁଲର ଗେଟରେ ‘ଆଇ ଲଭ ମନିଷ ସିସୋଡଇଆ’ ଲେଖାଥିବା ବ୍ୟାନର ଲଗାଉଥିବା ଦେଖାଯାଇଥିଲା । ସେମାନେ ସ୍କୁଲରୁ ଏକ ଡେସ୍କ ଆଣି ତା’ ଉପରେ ଚଢି ଏହି ବ୍ୟାନର ଲଗାଇଥିଲେ । ଏତିକିବେଳେ କେତେଜଣ ସ୍ଥାୟୀୟ ଲୋକେ ବାରଣ କରିଥିଲେ କହିଥିଲେ ଏହା ଶିକ୍ଷାର ମନ୍ଦିର ଏହାକୁ ରାଜନୀତିଠାରୁ ଦୂରେଇ ରଖନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri