Posted inରାଜ୍ୟ

ଏଭଳି ସମୟ ଆସିବ ବୋଲି ଭାବି ନ ଥିଲି

ଏଭଳି ଯେ ସମୟ ଆସିବ ଅାଉ ଗଣତନ୍ତ୍ର ପାଇଁ ବିପଦ ସୃଷ୍ଟି କରିବ ସେ ନେଇ ଅାଦୋ ଚିନ୍ତା କରିନଥତ୍ଲି ା
ସରକାରଙ୍କ ଏକତରଫା ନିଷ୍ପତି ଯୋଗୁଁ ବଢୁଥିବା ଜନ ଅସନ୍ତୋଷ ଏବଂ ସ୍ବାଧୀନତା
ଅଧିକାର ଅାଳରେ ସରକାରୀ ନିଷ୍ପତି ବା ଅାଇନବ୍ୟବସ୍ଥା କୁ ବିରୋଧ କରି
କଥା କଥା ରେ ଜନତାଙ୍କ ଅାନ୍ଦୋଳନ ଯୋଗୁଁ ଦେଶରେ ଶାନ୍ତିଶୃଙ୍ଖଳା ଭଙ୍ଗ ହେଉଛି, ଯାହା ଦ୍ୱାରା ଦେଶର ଅଶେଷ କ୍ଷତିହେବା ସହ ଅର୍ଥନୈତିକ ସ୍ଥିତି ଦୁର୍ବଳ ହେଉଛି ା
ତେଣୁ ଗଣତନ୍ତ୍ରର ସୁରକ୍ଷା ପାଇଁ ଉଭୟ ସରକାର, ବିରୋଧୀ ଦଳ ଓ ସାଧାରଣ ଲୋକ ସମସ୍ତଙ୍କୁ ଏକଜୁଟ ହୋଇ କାମ କରିବା ଅାବଶ୍ୟକ ା
– ଅଲେଖ ଚନ୍ଦ୍ର ପାତ୍ର, ଅବସରପ୍ରାପ୍ତ କ୍ଷେତ୍ର ପ୍ରଚାର ଅଧିକାରୀ, କେନ୍ଦୁଝର


Enter your email to get our daily news in your inbox.

All Right Reserved By Dharitri.Com

୨୮ ହଜାର ଲାଞ୍ଚ ନେଇ ଗିରଫ ହେଲେ ତହସିଲ କିରାଣି

ବଲାଙ୍ଗୀର ଅଫିସ,୧୧ା୧: ଜଣେ ବ୍ୟକ୍ତିଙ୍କ ଜମି ରେକର୍ଡ ଅଫ୍‌ ରାଇଟ୍‌ (ଆର୍‌ଓଆର୍‌) କରାଇ ଦେବାକୁ କହି ୨୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବଲାଙ୍ଗୀର...

କୋଭିଡ୍‌-୧୯ ମୁକାବିଲା: ଓଡ଼ିଶା ଆଗରେ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ନେଇ ଦୁଇପାଦ ଆଗକୁ ଯାଇଛନ୍ତିି। କୋଭିଡ୍‌-୧୯ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ରାଜ୍ୟରେ ଆଉ ୫ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି।...

ସ୍କୁଲ ପିଲାଙ୍କୁ କରୋନା ସତର୍କତା: ଚିଠି ଲେଖିଲେ ଓଏସ୍‌ଇପିଏ

ଭୁବନେଶ୍ୱର, ୫।୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଭୂତାଣୁ ନିଜର କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ମୋଟ ୨୯ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ...

ପଦଯାତ୍ରା ପୂର୍ବରୁ ବିଜେଡିର ଦୁଇ ଦିନିଆ ପ୍ରତିନିଧି ସମ୍ମିଳନୀ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ହେବ। ତେବେ ପଦଯାତ୍ରା ପୂର୍ବରୁ ବିଜେଡି ପକ୍ଷରୁ ଦୁଇ ଦିନିଆ...

ସିକିଲ୍‌ ସେଲ୍‌ ନିରାକରଣ ପାଇଁ ସ୍ବତନ୍ତ୍ର ପଦକ୍ଷେପ

ଭୁବନେଶ୍ୱର, ୧।୧(ବ୍ୟୁରୋ): ସିକିଲ୍‌ ସେଲ୍‌ ରୋଗର ନିରାକରଣ ପାଇଁ ରାଜ୍ୟରୁ ବ୍ଲକ୍‌ ସ୍ତର ପର୍ଯ୍ୟନ୍ତ ଆନୁଷ୍ଠାନିକ ବ୍ୟବସ୍ଥା କରିବା ପାଇଁ ସରକାର ନିଷ୍ପତ୍ତି କରିଛନ୍ତି। ଜାତୀୟ...

ବିଜେପୁରବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ସର୍ବକାଳୀନ ରେକର୍ଡ ୯୭,୯୯୦ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ଦଳର ଏହି ସଫଳତା ପାଇଁ ବିଜେଡି...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୧୪।୪- କରୋନା ସଂକ୍ରମଣଜନିତ ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମଙ୍ଗଳବାର ସହାୟତା ରାଶି...

ଡିଜିଟାଲ ପ୍ଲାଟଫର୍ମରେ ହେବ ସଂସ୍କୃତି ବିଭାଗ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୭ା୫(ବ୍ୟୁରୋ)- ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ନୃତ୍ୟ, ସଙ୍ଗୀତ ଓ ସାରସ୍ବତ କାର୍ଯ୍ୟକ୍ରମର ଡିଜିଟାଲ ପ୍ରସାରଣ ପାଇଁ ନିଷ୍ପତ୍ତି...

Advertisement
Archives

Model This Week