ଭାଜପା ଛାଡ଼ିଲେ ଅମୀୟ ଦାଶ

Featured Video Play Icon

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ଏକାମ୍ରର ଭାଜପା ନେତା ଅମୀୟ ଦାଶ ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ସଭାପତିଙ୍କ ପାଖକୁ ପଠାଇଛନ୍ତି। ଅମୀୟ ଭାଜପା ଛାଡ଼ି ବିଜେଡିରେ ଯୋଗ ଦେବା ନେଇ ଚର୍ଚ୍ଚା ହେଉଛି। ଦୁଇ ଥର ଜିଲା ସଭାପତି ଭାବେ ଦାୟିତ୍ୱ ତୁଲାଇଥିଲେ ଅମୀୟ। ଏହାଛଡ଼ା ଭାଜପା ରାଜ୍ୟ ଉପସଭାପତି ଭାବେ ମଧ୍ୟ ସେ କାର୍ଯ୍ୟ କରିଛନ୍ତି। ଏବେ ସେ ପୁରୀ ଲୋକ ସଭା କ୍ଷେତ୍ରର ପ୍ରଭାରୀ ଦାୟିତ୍ୱରେ ଥିଲେ। ହେଲେ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ସେ ଦଳ ଛାଡ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri