Posted inଜାତୀୟ

ମୁଁ ସରକାର ନୁହେଁ ମୋର ପରିବାର ଚଳାଉଛି: ଶିବରାଜ…

ଖରଗୋନ,୯।୯ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଶନିବାର ଖରଗୋନର ସନାୱାଦରେ ପହଞ୍ଚିଛନ୍ତି। ସେ ଭାଜପାର ଜନ ଆର୍ଶିବାଦ ଯାତ୍ରାରେ ଯୋଗଦେଇ କହିଛନ୍ତି ମୁଁ ସରକାର ନୁହେଁ, ମୋର ପରିବାର ଚଳାଉଛି। ସନାତନ ଅପମାନକୁ ବରଦାସ୍ତ କରାଯିବ ନାହିଁ। ସମସ୍ତ ଅଭାବୀ ଲୋକଙ୍କୁ ଜମି ପଟ୍ଟା ଦିଆଯିବ। ସମସ୍ତ ଅସହାୟ ବ୍ୟକ୍ତି ମୁଖ୍ୟମନ୍ତ୍ରୀ ଆବାସ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଲାଭ ପାଇବେ।

ଏହି ଅବସରରେ ସେ ଘୋଷଣା କରିଛନ୍ତି ୬୦ ପ୍ରତିଶତ ନମ୍ବର ରଖିଥିବା ମନୋନୀତ ଛାତ୍ରୀଛାତ୍ରମାନଙ୍କୁ ଲାପଟପ ଦିଆଯିବ। ଭବିଷ୍ୟତରେ କେତେକ ମନୋନୀତ ପିଲାମାନଙ୍କୁ ମଧ୍ୟ ସ୍କୁଟି ଦିଆଯିବ। ସେ ପୂର୍ବତନ କମଲ ନାଥ ସରକାରଙ୍କୁ ସମାଲୋଚନା କରି କହିଛନ୍ତି କଂଗ୍ରେସ ସରକାର ୯୦୦ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ କୌଣସି ଗୋଟିଏ ବି ପୂରଣ ହେଲା ନାହିଁ। କୃଷକଙ୍କ ଋଣ ଛାଡ କରାଯାଇ ନ ଥିଲା।

କମଲ ନାଥ ଗରିବ ଭଉଣୀଙ୍କ ଯୋଜନା ଛଡ଼ାଇ ନେଇଛନ୍ତି। ତୀର୍ଥଯାତ୍ରା ବନ୍ଦ ହୋଇଥିଲା । ବର୍ତ୍ତମାନ ଆମେ ବୃଦ୍ଧାବୃଦ୍ଧମାନଙ୍କୁ ବିମାନ ତୀର୍ଥଯାତ୍ରାରେ ନେଉଛୁ। ରାଜ୍ୟର ଜନସାଧାରଣ କଂଗ୍ରେସକୁ ଉଚିତ ଜବାବ ଦେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri