ମୋ ଭୁଲ୍‌ ପାଇଁ ମୋତେ ମୃତ୍ୟୁଦଣ୍ଡ ଦିଆଯାଉ: କାହିଁକି ଏମିତି କହିଲେ ପାକିସ୍ତାନ ନିର୍ବାଚନ କମିଶନର

ଇସଲାମାବାଦ୍‌,୨୦।୨: ପାକିସ୍ତାନରେ ସାଧାରଣ ନିର୍ବାଚନର ଫଳାଫଳ ପରେ ସରକାର ଗଠନକୁ ନେଇ ତିକ୍ତତା ବୃଦ୍ଧି ପାଇଛି। ଏସବୁ ମଧ୍ୟରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଜେଲରେ ଥିବା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ନିର୍ବାଚନରେ ଘୋଟାଲା ଅଭିଯୋଗ କରିଛି। ରାୱଲପିଣ୍ଡି ମୁଖ୍ୟ ନିର୍ବାଚନ କମିଶନର ଲିଆକୁଟ ଅଲି ଚଠାଙ୍କ ସ୍ବୀକାର ପରେ ଏହି ଅଭିଯୋଗଗୁଡ଼ିକ ଅଧିକ ବଳ ପାଇଛି। ସହରରେ ନିର୍ବାଚନରେ ହାରିଥିବା ପ୍ରାର୍ଥୀଙ୍କୁ ବିଜୟୀ କରାଯାଇଛି ବୋଲି ଲିଆକୁଟ ଅଭିଯୋଗ କରିଛନ୍ତି। ସେ ଦାବି କରିଛନ୍ତି ଯେ, ରାୱଲପିଣ୍ଡିର ୧୩ ଜଣ ପ୍ରାର୍ଥୀ ଭୁଲ ଭାବରେ ବିଜେତା ଘୋଷିତ ହୋଇଛନ୍ତି। କେବଳ ଏତିକି ନୁହେଁ, ଲିଆକଟ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ତାଙ୍କୁ ଏହି ଭୁଲ୍‌ ପାଇଁ ମୃତ୍ୟୁଦଣ୍ଡ ଦିଆଯାଉ। ଭାରତର ବରିଷ୍ଠ ଓକିଲ ପ୍ରଶାନ୍ତ ଭୂଷଣ ଲିଆକୁଟ ଅଲିଙ୍କ ଏହି ଭିଡିଓ ଶେୟାର କରି ଏହା ଆମ ନିର୍ବାଚନ ଆୟୋଗ ପାଇଁ ଏକ ଶିକ୍ଷା ବୋଲି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri