Posted inଜାତୀୟ

ଯେତେ ଖରାପ କହିବ, ସେତେ ପସନ୍ଦ ବୋଲି ପ୍ରମାଣିତ ହେବ: ମମତା

କୋଲକାତା,୨୬।୭: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀ ଦଳର ମେଣ୍ଟ ‘ଇଣ୍ଡିଆ’ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତିରେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ‘ଇଣ୍ଡିଆ’ ନାମ ପସନ୍ଦ। ସେ କହିଛନ୍ତ,ଭାରତୀୟ ଜନତା ପାର୍ଟି (ଭାଜପା) ବିରୋଧୀ ଦଳ ବିଷୟରେ ଯେତେ ଭୁଲ ଆଲୋଚନା କରିବ, ସେତେ ଅଧିକ ନାମ ପାଇଁ ତାଙ୍କର ପସନ୍ଦ ପ୍ରମାଣିତ ହେବ।

ମମତା କହିଛନ୍ତି, ଆମ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ। ମୁଁ ଭାବୁଛି ସେ ‘ଇଣ୍ଡିଆ’ନାମକୁ ପସନ୍ଦ କରନ୍ତି। ସାଧାରଣ ଲୋକଙ୍କ ପରି ସେ ମଧ୍ୟ ଏହାକୁ ଗ୍ରହଣ କରିଛନ୍ତି। ସେ ଏଥିପାଇଁ କହିଛନ୍ତି ଯେ, ଖବରଦାତାମାନେ ତାଙ୍କୁ ପ୍ରଶ୍ନ ପଚାରିଥିଲେ ଏବଂ ତାଙ୍କୁ ଉତ୍ତର ଦେବାର ଥିଲା। ସେ ଏହି ନାମ ବିଷୟରେ ଯେତେ ଖରାପ କହିବେ, ସେତେ ଅଧିକ ସେ ଏହା ପ୍ରତି ନିଜର ପସନ୍ଦ ପ୍ରମାଣିତ କରିବେ। ରାଜ୍ୟପାଳ ସିବି ଆନନ୍ଦ ବୋଷଙ୍କ ସହ ବୈଠକ ପରେ ଖବରଦାତାମାନଙ୍କ ସହ କଥାବାର୍ତ୍ତା ବେଳେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri