Posted inଖେଳ

ଟିକେ ଧୋନୀଙ୍କୁ ଦେଖାଅ ପ୍ଲିଜ୍‌, କାହିଁକି ଏମିତି କହିଲେ ସାକ୍ଷୀ

ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଇପିଏଲ୍‌ ଖେଳିବା ପାଇଁ ଏବେ ୟୁଏଇରେ ଅଛନ୍ତି। ଚଳିତବର୍ଷ କରୋନା ଯୋଗୁ ନିଜ ପରିବାରକୁ ସେ ସାଙ୍ଗରେ ନେଇ ଯାଇନାହାନ୍ତି। ଏଭଳି ପରିସ୍ଥିତିରେ ସ୍ତ୍ରୀ ସାକ୍ଷୀ ଧୋନୀ ତାଙ୍କୁ ବହୁତ ମିସ୍‌ କରୁଛନ୍ତି। ଧୋନୀଙ୍କ ଟିକେ ଝଲକ ପାଇବାକୁ ଚାହିଁ ବସିଛନ୍ତି। ସାକ୍ଷୀଙ୍କ ଇଚ୍ଛାକୁ ଚେନ୍ନାଇ ସୁପରକିଙ୍ଗ୍ସ ଟିମର ମ୍ୟାନେଜର ପୂରଣ କରିଛନ୍ତି। ଗତ ରବିବାର ଚେନ୍ନାଇ ଦଳର ଅଭ୍ୟାସ ଅଧିବେଶନ ଇନଷ୍ଟାଗ୍ରାମରେ ଲାଇଭ୍‌ କରାଯାଇଥିଲା। ଏହି ସମୟରେ ଦଳର ମ୍ୟାନେଜର ରସେଲ ରାଧାକୃଷ୍ଣଙ୍କୁ ସାକ୍ଷୀ କହିଥିଲେ ଯେ ସେ ମାହିଙ୍କୁ ଦେଖିବାକୁ ଚାହୁଁଛନ୍ତି। କିଛି ସମୟ ପରେ କ୍ୟାମେରା ଧୋନୀଙ୍କ ପାଖକୁ ଯାଇଥିଲା। ଧୋନୀଙ୍କୁ ଦେଖି ସାକ୍ଷୀ ବହୁତ ଖୁସି ହୋଇଥିଲେ। ଏହାପରେ ସେ କହିଥିଲେ ରସ ଧନ୍ୟବାଦ, ମୁଁ ମାହିଙ୍କୁ ଦେଖୁଛି।
ସୂଚନାଯୋଗ୍ୟ, ଗତ ବର୍ଷ ଆଇସିସି ବିଶ୍ୱକପର ସେମିଫାଇନାଲ ମ୍ୟାଚ ପରଠାରୁ ଧୋନୀ କୌଣସି ମ୍ୟାଚ ଖେଳି ନାହାଁନ୍ତି। ତେବେ ଏକ ବର୍ଷରୁ ଅଧିକ ସମୟ ପରେ ପଡ଼ିଆକୁ ଫେରୁଥିବା ଧୋନୀଙ୍କ ଉପରେ ସମସ୍ତଙ୍କ ନଜର ରହିବ। ଚେନ୍ନାଇ ସୁପର କିଙ୍ଗ୍ସ ପ୍ରଥମ ମ୍ୟାଚ୍‌ରେ ଗତ ବର୍ଷର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri