ମୁଁ ଆପଣଙ୍କୁ ଭେଟିବାକୁ ଚାହୁଁଛି ସାର୍‌, ଟ୍ରମ୍ଫଙ୍କ ସହ ଫୋନରେ କଥା ହେଲେ ଇଣ୍ଡୋନେସିଆ ରାଷ୍ଟ୍ରପତି, ଭିଡିଓ ଭାଇରାଲ

ଜାକର୍ତ୍ତା/ଓ୍ବାଶିଂଟନ,୧୨।୧୧: ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବଓ ସୁବିଆଣ୍ଟୋ ବର୍ତ୍ତମାନ ଆମେରିକା ଗସ୍ତରେ ୱାଶିଂଟନରେ ପହଞ୍ଚିଛନ୍ତି। ଏହା ପରେ ସେ ଏକ ଫୋନ କଲ ମାଧ୍ୟମରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏବେ ସେ ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥା ହେବା ପାଇଁ ତାଙ୍କ କଲ୍‌ର ଏକ ଭିଡିଓ ମଧ୍ୟ ପୋଷ୍ଟ କରିଛନ୍ତି।
ଏଥିରେ ରାଷ୍ଟ୍ରପତି ପ୍ରବଓ ଡୋନାଲ୍ଡ ଟ୍ରମ୍ପଙ୍କୁ କହିଛନ୍ତି, ଯଦି ସମ୍ଭବ, ମହାଶୟ, ମୁଁ ଆପଣଙ୍କୁ ବ୍ୟକ୍ତିଗତ ଭାବେ ଭେଟିବାକୁ ଚାହେଁ। ଆପଣ ଯେଉଁଠାରେ ଥାଆନ୍ତୁ, ମୁଁ ସେଠାରେ ପହଞ୍ଚିବି ଏବଂ ଆପଣଙ୍କୁ ଅଭିନନ୍ଦନ ଜଣାଇବି। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଡୋନାଲ୍ଡ ଟ୍ରମ୍ପ ପ୍ରତିକ୍ରିୟାରେ କହିଛନ୍ତି ଯେ ଆପଣ ଯେତେବେଳେ ଚାହିଁବେ ଆମେ ସାକ୍ଷାତ୍‌ କରିପାରିବା। ତାଙ୍କ ବିଜୟକୁ ନେଇ ସେ ଖୁସି ବ୍ୟକ୍ତ କରିଥିଲେ। ଟ୍ରମ୍ପ କହିଛନ୍ତି, ଆମକୁ ବହୁତ ସଫଳତା ମିଳିଥିଲା। ଗତ ୧୦୦ବର୍ଷ ମଧ୍ୟରେ ଏହି ସଫଳତା ଅତୁଳନୀୟ।
ନିର୍ବାଚନ ପ୍ରଚାର ସମୟରେ ଟ୍ରମ୍ପଙ୍କ ଉପରେ ହୋଇଥିବା ଦୁଇଟି ହତ୍ୟା ଉଦ୍ୟମକୁ ନେଇ ପ୍ରବଓ ସବିଆଣ୍ଟୋ ଆହୁରି ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି ଏବଂ ସେ ବଞ୍ଚିଯାଇଥିବା ନେଇ ଆଶ୍ୱାସନା ଦେଇଛନ୍ତି।
ଏହାର ଜବାବରେ ଟ୍ରମ୍ପ କହିଛନ୍ତି, ହଁ, ମୁଁ ବହୁତ ଭାଗ୍ୟବାନ। ମୁଁ ଠିକ ଦିଗରେ ସଠିକ ସ୍ଥାନରେ ଅଛି, ନଚେତ୍‌ ମୁଁ ବର୍ତ୍ତମାନ ଆପଣଙ୍କ ସହ ସହ କଥାବାର୍ତ୍ତା କରିପାରି ନ ଥାଆନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?