‘ଓଡ଼ିଶାରେ ସବୁଦିନ ରହିବାକୁ ଇଚ୍ଛା’

ଭୁବନେଶ୍ୱର,୮ା୫(ବ୍ୟୁରୋ): ବଲିଉଡ୍‌ ଅଭିନେତା ଅର୍ଜୁନ ରାମପାଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ଜନତା ମଇଦାନରେ ଓଡ଼ିଶା ଓମେନ୍ସ ମେଳା-୨୦୨୨ ଚାଲିଥିବାବେଳେ ଏଥିରେ ଯୋଗଦେବାକୁ ଓଡ଼ିଶା ଆସିଛନ୍ତି ଅର୍ଜୁନ। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କିଛି ପ୍ରସଙ୍ଗରେ ଆଲୋଚନା କରିଥିଲେ।

ସାକ୍ଷାତରେ ସେ କହିଛନ୍ତି, ଓଡ଼ିଶାର ସୁନ୍ଦର ପରିବେଶ, ପ୍ରାକୃତିକ ସୌନ୍ଦର୍ଯ୍ୟ, ଐତିହ୍ୟ କୀର୍ତ୍ତିରାଜି ତାଙ୍କୁ ଆକୃଷ୍ଟ କରିଛି। ଓଡ଼ିଶାକୁ ପ୍ରଥମ ଥର ପାଇଁ ଆସିଥିବାବେଳେ ଏହିଠାରେ ହିଁ ସବୁଦିନ ରହିଯିବାକୁ ଇଚ୍ଛା ହେଉଥିବା କହିଛନ୍ତି। ଏହି ସାକ୍ଷାତ ସମୟରେ ଅର୍ଜୁନଙ୍କ ସହ ଓଡ଼ିଶାର ମହିଳା ଉଦ୍ୟୋଗୀ ସୁକୃତି ପଟ୍ଟନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମରି ପଡ଼ିଥିଲେ ମହିଳା, କୁନିଝିଅ କହିବା ପରେ ଜଣାପଡ଼ିଲା ପୂରା ଘଟଣା

ବଲାଙ୍ଗୀର ଅଫିସ,୨୭ା୧୨: ବଲାଙ୍ଗୀର ସହର ସାଗରପଡ଼ାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସାଗରପଡ଼ା ଶିବ ମନ୍ଦିର ନିକଟ ଘର ଭିତରୁ ଜଣେ ବିଧବା...

ରେଖାଙ୍କ ବଙ୍ଗଳାରେ କରୋନା ସଂକ୍ରମଣ

ମୁମ୍ବାଇ, ୧୨।୭: ବଲିଉଡ୍‌ ଅଭିନେତ୍ରୀ ରେଖାଙ୍କ ବଙ୍ଗଳାରେ କରୋନା ସଂକ୍ରମଣ ହୋଇଛି। ରେଖାଙ୍କ ସୁରକ୍ଷାକର୍ମୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହାପରେ ସୁରକ୍ଷା...

ସଲମାନ୍‌ଙ୍କ ସହ ନଜର ଆସିବେ ସାମନ୍ଥା

ମୁମ୍ବାଇ: ସାଉଥ୍‌ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁ ସିନେମା ଜଗତରେ ଜଣେ ଲୋକପ୍ରିୟ ଅଭିନେତ୍ରୀ ଭାବେ ଜଣାଶୁଣା। ସେ ଫିଲ୍ମ ବ୍ୟତୀତ ବ୍ୟକ୍ତିଗତ ଜୀବନ ପାଇଁ...

ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ୭ଦିନ ମଧ୍ୟରେ ଦାଖଲ ହେବ କଣ୍ଟିଜେଣ୍ଟ ପ୍ଲାନ୍‌

ଖୋର୍ଦ୍ଧା ଅଫିସ,୧ା୬: ବନ୍ୟା ଓ ବାତ୍ୟାର ମୁକାବିଲା ନିମନ୍ତେ ଶୁକ୍ରବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲାପାଳଙ୍କ ସଦ୍‌ଭାବନା କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ...

ମାମି ଫିଲ୍ମ ଫେଷ୍ଟିଭାଲ ବୋର୍ଡ଼ରୁ କରନ ଜୋହରଙ୍କ ଇସ୍ତଫା

ମୁମ୍ବାଇ: ଫିଲ୍ମ ଫେଷ୍ଟିଭାଲ ବୋର୍ଡ ମୁମ୍ବାଇ ଏକାଡେମୀ ଅଫ୍‌ ମୁଭିଂ ଇମେଜ (ଏମଏଏମଆଇ)ର ସଦସ୍ୟ ପଦରୁ ଶନିବାର ବଲିଉଡ ଚଳଚ୍ଚିତ୍ର ନିର୍ଦ୍ଦେଶକ କରନ ଜୋହର ଇସ୍ତଫା...

ନିର୍ଦ୍ଦେଶକ ହେବାକୁ ଡରନ୍ତି ଶାହାରୁଖ

ମୁମ୍ବାଇ: ବଲିଉଡ୍‌ ବାଦଶାହା ଶହାରୁଖ ଖାଁ ଏବେ ଆମେରିକାରେ ନିଜ ପରିବାର ସହ ଛୁଟି କଟାଉଛନ୍ତି। ଏତିକିବେଳେ ସେ ଟକିଙ୍ଗ ମୁଭିଜ୍‌ ନାମକ ଏକ ଶୋ’ରେ...

ନବୀନଙ୍କ ରାଜନୈତିକ ତୀର୍ଥଯାତ୍ରା

ଭୁବନେଶ୍ୱର,୨୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ ନେଇ ଏବେ ଚାରିଆଡ଼େ ଆଲୋଚନା। ସୋମବାର ସେ ନୂଆଦିଲ୍ଲୀରୁ ଇଟାଲି ଅଭିମୁଖେ ଯାତ୍ରାକରି ଭାଟିକାନ୍‌ ସିଟିରେ କ୍ୟାଥଲିକ୍‌ଙ୍କ...

ବେତନଟୀ ତହସିଲ ଅଫିସରେ ଅବ୍ୟବସ୍ଥା

ବୈଶିଙ୍ଗା,୬।୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀ ତହସିଲରେ ତହସିଲଦାର ଓ ଅତିରିକ୍ତ ତହସିଲଦାର ପଦବୀ ଗତ ଅକ୍ଟୋବର ମାସରୁ ଖାଲି ପଡ଼ିଛି। ଦୁଇ ଅତିରିକ୍ତ ତହସିଲଦାର ଓ...

Advertisement
Archives

Model This Week