‘ବିଜେଡି ଚାପରେ ମୋତେ ଗିରଫ କରାଯାଇଛି’

ଭୁବନେଶ୍ୱର,୨।୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ରବିବାର ଗିରଫ ପରେ ରାଜନୀତି ଜୋର ଧରିଛି । ନିଜେ ବିଧାୟକ ଅଭିଯୋଗ କରିଛନ୍ତି, ବିଜେଡି ଚାପରେ ତାଙ୍କୁ ଗିରଫ କରାଯାଇଛି ।
ଗିରଫ ପରେ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇଥିବାରୁ ବିଧାୟକ ପାରିଗ୍ରାହୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କୁ କାହିଁକି ଗିରଫ କରାଗଲା ସେନେଇ କିଛି ବୁଝିପାରୁ ନ ଥିବା ସେ କହିଛନ୍ତି।
ମିଛରେ ଏତଲା ଦିଆଯାଇ ମୋତେ ଗିରଫ କରାଯାଇଛି । ବିଧାୟକ ଭାବେ ସବୁ ଅଫିସରଙ୍କୁ ପଚାରିବାର ଅଧିକାର ରହିଛି । ଜିଲାକୁ ଯେଉଁ ଟଙ୍କା ଆସୁଛି ହରିଲୁଟ ହେଉଛି । କହିଲେ ଆମକୁ ହତ୍ୟା ଧମକ ଦେବାକୁ ପଛାଉ ନାହାନ୍ତି । କୌଣସି ତଦନ୍ତ ନ କରି ବିଜେଡି ଚାପରେ ମୋତେ ଗିରଫ କରାଯାଇଛି ବୋଲି ବିଧାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶୀ ସଙ୍ଗୀତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ଉତ୍କର୍ଷ’ ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୭ (ବ୍ୟୁରୋ): ଓଡ଼ିଶୀ ସଙ୍ଗୀତ ଓଡ଼ିଶାର ପରିଚୟ। ଶ୍ରୀଜଗନ୍ନାଥ ମନ୍ଦିର ସେବାରେ ମଧ୍ୟ ଓଡ଼ିଶୀ ସଙ୍ଗୀତର ବିଶେଷ ଯୋଗଦାନ ରହିଛି। ଓଡ଼ିଶାର ଏହି ଉତ୍କୃଷ୍ଟ କଳାର...

ସମସ୍ୟା ବଢ଼ାଉଛି ମାଟି ସଡ଼କ

ଛେଣ୍ଡିପଦା,୨ା୯(ସ୍ବ.ପ୍ର.):  ଗାଁର ମୁଖ୍ୟ ସମସ୍ୟା ଗମନାଗମନରେ ଅସୁବିଧା। ବର୍ଷାଦିନେ ମାଟି ରାସ୍ତାରେ ଯାତାୟାତ ଗ୍ରାମବାସୀଙ୍କ ପକ୍ଷେ ଅତି କଷ୍ଟକର। ଏପରି କି ରୋଗୀଙ୍କୁ ଡାକ୍ତରଖାନା ଯାଏ ନେବାକୁ...

ବଢି ବଢି ଚାଲିଛି କରୋନା,ରାଜ୍ୟରେ ୧୮୯୭ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୮୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୮ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

ହଳଦୀପଦା ରେଳ ଷ୍ଟେଶନକୁ ଅଣଦେଖା

ରୂପ୍‌ସା, ୧୯।୬(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ୍‌ ଅନ୍ତର୍ଗତ ବାଲେଶ୍ୱର ଜିଲା ହଳଦୀପଦା ରେଳ ଷ୍ଟେଶନ ଗମନାଗମନ କ୍ଷେତ୍ରରେ ଗୁରୁତ୍ୱ ବହନ କରିଆସୁଛି। ୬୦ବର୍ଷ ପୂର୍ବରୁ ଏହି...

ଅଯୋଗ୍ୟ ହାତେଇଲେ ଘର

ଧାମନଗର,୨୫।୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହୀ ପଞ୍ଚାୟତରେ ସରକାରୀ ଆବାସ ଯୋଜନାରେ ଅନିୟମିତତା ହୋଇଛି। ବହୁ ଯୋଗ୍ୟ ହିତାଧିକାରୀ ଘର ଖଣ୍ଡେ ଲାଗି ଚାହିଁ...

ମମିତା ରାୟପୁର ଯିବା ନେଇ ପୋଲିସକୁ ପ୍ରମାଣ ମିଳିନାହିଁ କହିଲେ ଡିଆଇଜି

ସମ୍ବଲପୁର,୧୩ା୧୧(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ପୋଲିସ କାର୍ଯ୍ୟ ସମ୍ପାଦନାରେ ଅବହେଳା କରିନାହିଁ। ଅଭିଯୋଗ ପରେ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ କରିବା,...

୭ରେ ଏଚ୍‌ଏଲ୍‌ଟି, ଏସ୍‌ଏସ୍‌ ପରୀକ୍ଷା

କଟକ,୧।୩: ଆସନ୍ତା ମାର୍ଚ୍ଚ ୭ତାରିଖରେ ଅଷ୍ଟମଶ୍ରେଣୀ ଛାତ୍ରୀଛାତ୍ରଙ୍କ ପ୍ରଥମ ଷାଣ୍ମାସିକ ଓଡ଼ିଆ ଭାଷା ପରୀକ୍ଷା (ଏଚ୍‌ଏଲ୍‌ଟି) ଏବଂ ଦଶମ ଶ୍ରେଣୀର ପ୍ରଥମ ଏକକ ବିଷୟ (ଏସ୍‌ଏସ୍‌)...

୬ ମାସ ପରେ ଖୋଲିଲା ସୂର୍ଯ୍ୟମନ୍ଦିର

କୋଣାର୍କ,୨।୯(ଡି.ଏନ୍‌.ଏ.): ମହାମାରୀ କରୋନା ଯୋଗୁ ଦୀର୍ଘ ୬ମାସ ଧରି ବନ୍ଦ ରହିଥିବା ବିଶ୍ୱ ଐତିହ୍ୟ କୋଣାର୍କର ସୂର୍ଯ୍ୟମନ୍ଦିର ମଙ୍ଗଳବାର ଖୋଲିଛି। ଏହା କେନ୍ଦ୍ର ସରକାରଙ୍କ ଅନଲକ...

Advertisement
Archives

Model This Week